ଆଖିରେ ମିଶିଛି ଆଖି, ଓଠରେ ହସ; ବଲିଉଡ୍‌ର ନୂଆ ଲଭ୍‌ବାର୍ଡଙ୍କ ଫଟୋ ଭାଇରାଲ…

ବମ୍ବେ: ପ୍ରେମରେ ଉବୁଟୁବୁ ହେଉଛନ୍ତି ବଲିଉଡ୍‌ର ନୂଆ ଲଭବାର୍ଡ ଆଦିତ୍ୟ ରୟ କପୁର ଏବଂ ଅନନ୍ୟା ପାଣ୍ଡେ। ଦୀର୍ଘଦିନରୁ ଉଭୟ ପରସ୍ପରକୁ ଡେଟ୍‌ କରୁଥିବା ଖବର ଶୁଣିବାକୁ ମିଳୁଥିଲା। ଏବେ ସବୁକିଛି ଧିରେ ଧିରେ ସ୍ପଷ୍ଟ ହେଉଛି। ନିକଟରେ ଦୁହେଁ ଛୁଟି କଟାଇବାକୁ ବିଦେଶ ଯାଇଥିବା ବେଳେ ସେଠାରୁ ତାଙ୍କର ଗୋଟିଏ ପରେ ଗୋଟିଏ ଫଟୋ ଭାଇରାଲ ହେଉଛି। ଭାଇରାଲ ଫଟୋରେ ସେମାନଙ୍କ ସମ୍ପର୍କ ବେଶ୍‌ ବାରି ହୋଇ ପଡ଼ୁଛି।

ଭାଇରାଲ ଫଟୋରେ ଆଦିତ୍ୟ-ଅନନ୍ୟା ଦୁହେଁ ପର୍ତ୍ତୁଗାଲର ଏକ ରେଷ୍ଟୁରାଣ୍ଟରେ କଥା ହେଉଥିବା ଦେଖାଯାଉଛି। ଉଭୟଙ୍କ ମୁହଁ ହସହସ ଥିବା ବେଳେ ଆଖି କଥା କହୁଛି। ଦୁହିଁଙ୍କ ପ୍ରଶଂସକ ଏହି ଫଟୋକୁ ବେଶ ପସନ୍ଦ କରୁଛନ୍ତି।

ଗତ ବର୍ଷ କୃତି ସାନନଙ୍କ ଦୀପାବଳି ପାର୍ଟିରେ ଆଦିତ୍ୟ-ଅନନ୍ୟା ପ୍ରଥମ ଥର ନଜର ଆସିଥିଲେ। ସେବେଠାରୁ ସେମାନଙ୍କ ମଧ୍ୟରେ କିଛି କିଛି ଚାଲିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri