ଖଣ୍ଡାଲା ଗର୍ଲରୁ ଆଦିତ୍ୟଙ୍କ ଜୀବନସାଥୀ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କୁ ରବିିବାର ୪୩ ବର୍ଷ ପୂରଣ ହୋଇଛି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ ଦର୍ଶକ ବେଶ ପସନ୍ଦ କରିଥାନ୍ତି। ୧୯୯୬ରେ ରାଜା କି ଆୟେଗି ବାରାତ୍‌ରେ ସେ ଅଭିନୟ କରିଥିଲେ। ତାଙ୍କର ଅଭିନୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା। ୧୯୯୮ରେ ଆମିର ଖାଁଙ୍କ ଅପୋଜିଟ୍‌ରେ ଗୁଲାମ ଫିଲ୍ମରେ ଅଭିନୟ କରି ସେ ଖଣ୍ଡାଲା ଗର୍ଲ ଭାବେ ପରିଚିତି ହାସଲ କରିଥିଲେ। ଏହି ଫିଲ୍ମରେ ଆତି କ୍ୟା ଖଣ୍ଡାଲା.. ଗୀତଟି ଦର୍ଶକଙ୍କୁ ପସନ୍ଦ ଆସିଥିଲା। କୁଛ୍‌ କୁଛ୍‌ ହୋତା ହୈ, ସତ୍ୟା, ଚଲ୍‌ତେ ଚଲ୍‌ତେ, ହମ୍‌ ତୁମ୍‌, ବୀର୍‌ ଜରା, କଭି ଅଲ୍‌ ବିଦା ନ କହେନା, ବଣ୍ଟି ଔର ବବ୍‌ଲୀ, ୟୁଭା, ବ୍ଲାକ୍‌, ପହେଲି, ନୋ ଓ୍ବାନ୍‌ କିଲଡ୍‌ ଜେସିକା, ମର୍ଦାନି, ହିଚ୍‌କି, ମର୍ଦାନି-୨ରେ ଅଭିନୟ କରି ଦର୍ଶକଙ୍କୁ ଆକର୍ଷିତ କରି ପାରିଛନ୍ତି। ରାଣୀଙ୍କ ସହିତ ବିଭିନ୍ନ ଅଭିନେତାଙ୍କ ସମ୍ପର୍କ ନେଇ ବହୁ ସମୟରେ ବଲିଉଡ୍‌ରେ ଚର୍ଚ୍ଚା ହୋଇଛି। ନିର୍ଦ୍ଦେଶକ ଆଦିତ୍ୟ ଚୋପ୍ରାଙ୍କ ସହିତ ‘ମୁଝେସେ ଦୋସ୍ତି କରୋଗି’ ଶୁଟିଂ ସେଟ୍‌ରେ ଉଭୟଙ୍କ ମଧ୍ୟରେ ନିବିଡ଼ତା ବୃଦ୍ଧି ପାଇଥିଲା। ୨୦୧୪ରେ ସେ ଆଦିତ୍ୟ ଚୋପ୍ରାଙ୍କୁ ଇଟାଲିରେ ବିବାହ କରିଥିଲେ। ରାଣୀ ଆଦିତ୍ୟଙ୍କୁ ଖୁବ ଭଲ ପାଆନ୍ତି। ତେବେ ଆଦିତ୍ୟ ବହୁ ସମୟରେ ବ୍ୟସ୍ତ ରହୁଥିବାରୁ ରାଣୀ ତାଙ୍କୁ ଥଟ୍ଟାରେ ମଜାଳିଆ ଢ଼ଙ୍ଗରେ ଗାଳି ଦେଇଥାନ୍ତି ବୋଲି ଏକ ସାକ୍ଷାତ୍‌କାରରେ କହିଥିଲେ। ଆଦିତ୍ୟ ୨୦୦୧ରେ ପାୟଲ ମାଲହୋତ୍ରାଙ୍କୁ ବିବାହ କରିଥିଲେ। ତେବେ ୨୦୦୯ରେ ପାୟଲଙ୍କ ସହିତ ତାଙ୍କର ବିବାହ ବିଚ୍ଛେଦ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri