ଆଦିବାସୀ ମେଳା ଆରମ୍ଭ: ଆକର୍ଷଣ ସାଜିଛି ଜନଜାତିଙ୍କ ଘର

ଭୁବନେଶ୍ୱର,୨୭।୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ।

ଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳା ସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ କରାଯିବ । ଏହି ମେଳା ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରତ୍ୟହ ଅପରାହ୍ଣ ସାଢେ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ । ମେଳାରେ ୧୦୯ ଷ୍ଟଲ ଲାଗିଥିବା ବେଳେ ମେଳାରେ ମୁଖ୍ୟ ଆକର୍ଷଣ ସାଜିଛି ୧୦ ଜନଜାତିଙ୍କ ଘର।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri