ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି ସୂର୍ଯ୍ୟନାରାୟଣଙ୍କ ପୋଡ଼ିୟମ ନିକଟକୁ ଆସି ନାରାବାଜି କରିଥିଲେ ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବିରୋଧୀ ଭାଜପା ସଦସ୍ୟମାନେ ହୋ-ହଲ୍ଲା କରିଥିଲେ। ସେହିପରି ଚାଷୀ ପ୍ରସଙ୍ଗ ଉଠାଇ କଂଗ୍ରେସ ସଦସ୍ୟମାନେ ମଧ୍ୟ ହଟ୍ଟଗୋଳ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ୧୧.୩୦ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ଏଥିସହ ଗୃହର ସୁପରିଚାଳନା ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର...

୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ...

ଗଳାବାଟରେ ରେଳ ଫାଟକ ପାରି ହେଉଥିଲେ, ୩ ଜଣଙ୍କୁ ଘୋଷାଡ଼ି ନେଲା ଟ୍ରେନ୍‌

ରାଉରକେଲା,୧୧ା୧୨(ଡି.ଏନ୍‌.ଏ.): ରାଜଗାଙ୍ଗପୁର ରେଳ ଫାଟକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏହି ଫାଟକର ଗଳା ବାଟ ଦେଇ ପାରି ହେଉଥିବା ବେଳେ ୩ ଜଣଙ୍କୁ ଘୋଷାଡ଼ି...

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ...

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ...

ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କଟକର  କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା...

ମାଓବାଦୀ ନାଁରେ ବଟି ମାଗୁଥିଲେ

ରାୟଗଡ଼ା ଅଫିସ,୩ା୧: ମାଓବାଦୀଙ୍କ ନାଁରେ ଜଣେ ମିଲ୍‌ ମାଲିକଙ୍କୁ ଧମକାଇ ବଟି ମାଗିବା ଅଭିଯୋଗରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ...

ଆଉ ୨ ଦିନ ଥଣ୍ଡା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପାରଦ ତଳମୁହାଁ ହୋଇଛି। ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟର କେତେକ ସ୍ଥାନରେ ଶୀତ...

Advertisement
Archives

Model This Week