Posted inଜାତୀୟ

ଅମରନାଥ ଯାତ୍ରାକୁ ନେଇ ପ୍ରଶାସନ ଆଲର୍ଟ, ୫ ହଜାର ଅତିରିକ୍ତ ଯବାନ ମୁତୟନ

ଜମ୍ମୁ,୨୫ ।୬: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଅମରନାଥ ଯାତ୍ରା ଖୁବଶୀଘ୍ର ଶେଷ ହେବାକୁ ଯାଉଛି । ଯାତ୍ରାର ପ୍ରଥମ ପର୍ଯ୍ୟାୟ ୨୬ଜୁନରୁ ଜମ୍ମୁରୁ ବାହାରିବ । ସହରର ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ପୂର୍ବରୁ ଅତିରିକ୍ତ ୫ ହଜାର ଯବାନଙ୍କୁ ଜମ୍ମୁରେ ମୁତୟନ କରାଯାଇଛି । ଏହାସହ କୌଣସି ଅପ୍ରିତିକର ପରିସ୍ଥିତିକୁ ସାମ୍ନା କରିବାକୁ ଜମ୍ମୁରେ କ୍ୱିକ ରିଆକ୍ସନ ଟିମ ବି ମୁତୟନ ହୋଇଛନ୍ତି ।
ଗୁଇନ୍ଦା ସଂସ୍ଥାରୁ ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ଚଳିତ ବର୍ଷ ଅମରନାଥ ଯାତ୍ରା ସମୟରେ ପାକିସ୍ତାନ ବାଧା ଉପୁଜାଇପାରେ । ସେଥିପାଇଁ ପାକିସ୍ତାନ ଷ୍ଟିକି ବମ ବା ମୈଗ୍ରେଟିକ ବମର ବ୍ୟବହାର କରିପାରେ । ସୂଚନାଯୋଗ୍ୟ, ନିକଟରେ ଜମ୍ମୁ-କଶ୍ମୀର ପୋଲିସ ସମେତ ସୁରକ୍ଷା ଏଜେନ୍ସି ସୀମା ପାର କରି ଡ୍ରୋନ ମାଧ୍ୟମରେ ପଠାଯାଇଥିବା ଷ୍ଟିକି କବ ସମେତ ମୈଗ୍ରେଟିକ ବୋମା ଜବତ କରିଥିଲେ । ପୋଲିସ ସାଧାରଣ ଜନତାକୁ ଅପିଲ କରିଛି କି ସେମାନେ ଯେ କୌଣସି ଗାଡି ଚଲାଇବା ପୂର୍ବରୁ ଏହାକୁ ଭଲଭାବେ ଯାଞ୍ଚ କରି ନିଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଡିଏ ନିର୍ଦ୍ଦେଶକୁ ମାନିଲେନି ମଲ୍‌ କର୍ତ୍ତୃପକ୍ଷ:ଖୋଲାଖୋଲି ପାର୍କିଂ ଫି ଆଦାୟ କଲେ

ଭୁବନେଶ୍ୱର, ୧୮-୧୦ (ସ୍ଥିତପ୍ରଜ୍ଞ ମିଶ୍ର):ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ମଲ୍‌, ଆପାର୍ଟମେଣ୍ଟରେ ପାର୍କିଂ ଫି ଆଦାୟ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ...

ସ୍କୁଲରେ ଲାଗିଲା ପୋଷ୍ଟର: ଫି ନ ଦେଲେ ପରୀକ୍ଷା ପାଇଁ ଅନୁମତି ନାହିଁ

ମୋରାଦାବାଦ,୨୧।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖାଯାଇଥିଲା। ତେବେ...

ବିବାହ ପରେ ବି ପ୍ରେମରେ ପଡିଥିଲେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ

ବଲିଉଡ୍‌ ପ୍ରେମ କାହାଣୀ ଯେତିକି ରୋଚକପୂର୍ଣ୍ଣ ଭାରତୀୟ ରାଜନେତାଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ରୋମାଞ୍ଚକର। ଏଠି ଅଧିକାଂଶ ନେତା ପ୍ରେମରେ ପଡି ଆସିଛନ୍ତି ଚର୍ଚ୍ଚାକୁ।...

କେରଳରେ ବର୍ଷା ବିତ୍ପାତ,୮ମୃତ

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପାଖାପାଖି ଏହି ରାଜ୍ୟର ୫ଟି ଜିଲାକୁ ବୁଡ଼ାଇଛି ଲଗାଣ ବର୍ଷା। ବିଶେଷତଃ ଇଦୁକି,...

ଏଫିଲ ଟାଓ୍ବରଠୁ ବଡ଼ ରେଲଓ୍ବେ ବ୍ରିଜର ମୁଖ୍ୟ ନିର୍ମାଣ କାର୍ଯ୍ୟ ଶେଷ

କୌରି, ୫ା୪- ଜମ୍ମୁ-କଶ୍ମୀରର ଚେନାବ ନଦୀ ଠାରୁ ୩୫୯ ମିଟର ଉଚ୍ଚରେ ରେଲ୍‌ଓ୍ବେ ବ୍ରିଜ ମଝିରେ ଥିବା ଗଳା ବାଟ (ଆର୍କ)ର ନିର୍ମାଣ କାର୍ଯ୍ୟ ସୋମବାର...

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ...

ମିଳିଲା ଗୁପ୍ତଧନ: ୩୦୦ ବର୍ଷ ପୁରୁଣା ୨୧୬ ସ୍ବର୍ଣ୍ଣମୁଦ୍ରା

ପୁଣେ,୧୦।୩: ମହାରାଷ୍ଟ୍ରର ପୁଣେ ଅଞ୍ଚଳରୁ ଗୁପ୍ତଧନର ସନ୍ଧାନ ମିଳିଛି। ଜଣେ ଲୋକ ଏସବୁ ଲୁଚାଇ ରଖିଥଲେ। ସୂଚନା ଆଧାରରେ ପିମ୍ପିରି ଚିନଚ୍ବାଡ୍‌ର କ୍ରାଇମ୍‌ ବ୍ରାଞ୍ଚ୍‌ ୟୁନିଟ୍‌...

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା...

Advertisement
Archives

Model This Week