Posted inଜାତୀୟ

ମାନିଲା ପ୍ରଶାସନ, ରାହୁଲ-ପ୍ରିୟଙ୍କାଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି…

ଲକ୍ଷ୍ନୌ,୬।୧୦: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ ଗାନ୍ଧୀଙ୍କୁ ଅନୁମତି ମିଳିଛି। ଏହା ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଅନୁମତି ମିଳିଛି। ପ୍ରତି ରାଜନୈତିକ ଦଳର ୫ ଜଣଙ୍କୁ ଅନୁମତି ମିଳିଥିବା ସରକାର କହିଛନ୍ତି। ଆମ୍‌ ଆଦମୀ ପାର୍ଟିର ସଞ୍ଜୟ ସିଂ ମଧ୍ୟ ଅନ୍ୟ ୪ ଜଣଙ୍କ ସହିତ ହିଂସା ଗ୍ରସ୍ତ ଅଞ୍ଚଳକୁ ଯିବେ।

ଏସମ୍ପର୍କରେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନୁମତି ମିଳିବା ପରେ ରାହୁଲ ଲକ୍ଷ୍ମୀପୁର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ପ୍ରିୟଙ୍କାଙ୍କୁ ସୀତାପୁର ଗେଷ୍ଟ ହାଉସ୍‌ରେ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri