Posted inଜାତୀୟ

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଉକ୍ତ ୫ ମହଲା ଅଟ୍ଟାଳିକା ନିର୍ମାଣରେ ବିଲ୍ଡିଂ ଯୋଜନାର ଅନୁମୋଦନ ନ ଥିଲା ଏବଂ ନିୟମାବଳୀର ଉଲ୍ଲଂଘନ ହୋଇଥିଲା ବୋଲି ଜିଲା କର୍ତ୍ତୃପକ୍ଷ କହିଛନ୍ତି।

ଉଚ୍ଛେଦ ଅଭିଯାନ ବେଳେ ବହୁସଂଖ୍ୟାରେ ପଶ୍ଚିମବଙ୍ଗ ପୋଲିସ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ଯବାନ ମୁତୟନ ହେବା ସହ ବୁଲ୍‌ଡୋଜର ଓ ଅନ୍ୟାନ୍ୟ ଉପକରଣ ନିୟୋଜିତ ହୋଇଥିଲା। ଅଗ୍ନିଶମ ଓ ଜରୁରୀ ସେବା କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ଦଳୀୟ କାର୍ଯ୍ୟାଳୟଟି ଅଭିଷେକଙ୍କ ଡାଇମଣ୍ଡ ହାର୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଆମତାଲାଠାରେ ରହିଛି। କାର୍ଯ୍ୟାନୁଷ୍ଠାନକୁ ସ୍ଥାନୀୟ ଭାଜପା ବିଧାୟକ ସ୍ବାଗତ କରିଛନ୍ତି। କୋଠାବାଡ଼ି ନିୟମାବଳୀର ଉଲ୍ଲଂଘନ କରାଯାଇ ବେଆଇନ ଭାବେ ଉକ୍ତ ବିଲ୍ଡିଂ ନିର୍ମାଣ ହୋଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri