ବେଆଇନ କଳାପଥର ଖାଦାନ ଉପରେ ପ୍ରଶାସନର ଚଢ଼ାଉ: ଏମିତି କହିଲେ ପୂର୍ବତନ ବିଧାୟକ…

ଯାଜପୁର,୨୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଥିବା କଳାପାହାଡ ଗୁଡିକରେ ଚାଲୁଥିବା ବେଆଇନ କାର୍ଯ୍ୟ ଉପରେ ପ୍ରଶାସନ ଚଢାଉ ଜାରି ରଖିଛି । ଖଣି ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବାଲିଘାଟ ବିଭାଗ ସହ ତହସିଲ ପ୍ରଶାସନ, ପ୍ରଦୂଷଣ ବିଭାଗ ମିଳିତ ଭାବରେ ଯାଞ୍ଚ କରିଛି। ପୂର୍ବରୁ ନବୀନ ସରକାର ଥିବା ସମୟରେ ମଧ୍ୟ ବେଆଇନ ଖଣି ଖନନ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇ କୋଟି କୋଟି ଟଙ୍କା ଫାଇନ ହୋଇଥିଲା। ତା ସହିତ ବେଆଇନ ଖଣି ଖନନ ବନ୍ଦ କରିବା ପାଇଁ ବିଭିନ୍ନ ଫୋରମରେ ଉପସ୍ଥାପନ କରାଯାଇଥିବା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରକାଶ କରିଛନ୍ତି। ଏହା ସହିତ ନୂଆ ସରକାର ଆସିବା ପରଠୁ କିଭଳି ଭାବେ ବେଆଇନ ଖଣି ଖାନନ ଚାଲିଛି ତାହା ସାଧାରଣ ଲୋକେ ଠିକ୍‌ ବୁଝି ସାରିଲେଣି ବୋଲି ପୂର୍ବତନ ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri