ମହାଲିଙ୍ଗ କଲେଜରେ ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୧।୧୧(ସ୍ବ.ପ୍ର./ଡି.ଏନ୍‌.ଏ): ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ ତଦନ୍ତ କରିଛନ୍ତି ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ। ତାଙ୍କ ସହ ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର, ଗୋଲାମୁଣ୍ଡା ତହସିଲଦାର ସର୍ବେଶ୍ୱର ଜାଲ, ବିଇଓ ନବ ସାହୁ, ସ୍ଥାନୀୟ ରାଜସ୍ବ ନିରୀକ୍ଷକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ସମୟରେ କଲେଜ ରହିଥିବା ସ୍ଥାନର ଜମି ମାପ କରାଯାଇଛି। କଲେଜର ସମସ୍ତ କାଗଜପତ୍ରକୁ ଟିକିନିଖି ଯାଞ୍ଚ କରିବା ସହ ଶିକ୍ଷୟିତ୍ରୀଙ୍କୁ ନେଇ ହଷ୍ଟେଲରେ ମଧ୍ୟ ତଦନ୍ତ କରିଥିଲେ। ଛାତ୍ରୀନିବାସ ତିଆରି ହୋଇଥିବା ଜମି କାହା ନାମରେ ରହିଛି ଓ କେବେ ଗୋବିନ୍ଦ ସାହୁ କାହାଠାରୁ କିଣିଲେ, ତାହା ତଦନ୍ତ କରିଥିଲେ। ସେହିପରି କୋଠା ପରିସର ସରକାରୀ ନା ବେସରକାରୀ ଜାଗାରେ ନିର୍ମାଣ ହୋଇଛି ତାହାର ତଦନ୍ତ କରି ମାପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri