Posted inଜାତୀୟ

ଦାୟିତ୍ୱ ନେଲେ ନୌସେନା ମୁଖ୍ୟ: ସମୁଦ୍ର ସୀମାକୁ ସୁରକ୍ଷା ଦେବାକୁ କରାଯିବ ଯଥା ସମ୍ଭବ ପ୍ରୟାସ

ନୂଆଦିଲ୍ଲୀ,୩୦ ।୧୧: ନୂଆ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ଭାରତୀୟ ନୌସେନାର ମୁଖ୍ୟ ପଦ ଗ୍ରହଣ କରିଛନ୍ତି । ପୂର୍ବତନ ନୌସେନାଧ୍ୟକ୍ଷ ଆଡମିରାଲ କରମବୀର ସିଂ ଆଡମିରାଲ ହରି କୁମାରଙ୍କୁ ଭାରତୀୟ ନୌସେନାର କମାଣ ଧରାଇଛନ୍ତି । କେନ୍ଦ୍ର ସରକାର ଭାଇସ ଆଡମିରାଲ ଆର୍ ହରି କୁମାରଙ୍କୁ ପରବର୍ତ୍ତି ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ । ହରି କୁମାର ପୂର୍ବରୁ ନୌସେନାର ପଶ୍ଚିମ କମାଣ୍ଡର କମାଣ୍ଡିଂ ନୂଆ ଚିଫ୍ ଭାବେ କାମ କରୁଥିଲେ । ପଦଭାର ସମ୍ଭାଳିବା ପରେ ଆର ହରି କୁମାର କହିଛନ୍ତି ସବୁଦ୍ର ସୀମରେ ସୁରକ୍ଷା ଦେବାକୁ ଯଥା ସମ୍ଭବ ଚେଷ୍ଟା କରାଯିବ । ପରମ୍ପରାକୁ ବଜାୟ ରଖି ନୌସେନା ମୁଖ୍ୟ ଭାବେ ଦାୟତ୍ୱ ଗ୍ରହଣ କରିବା ପରେ ଆଡମିରାଲ ଆର ହରି କୁମାର ତାଙ୍କ ମା’ ଶ୍ରୀମତି ବିଜୟ ଲକ୍ଷ୍ମୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ ଓ ତାଙ୍କୁ ଆଲିଙ୍ଗନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri