ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ପାଇଁ ଅନଲାଇନ୍‍ ରେ ଉପଲବ୍ଧ ହେଲା ଆଡମିଟ୍‍ କାର୍ଡ

ନୂଆଦିଲ୍ଲୀ,୨୭।୧୨: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ପାଇଁ ଆଜିଠାରୁ ଅନ୍‍ଲାଇନରେ ଆଡମିଟ୍‍ କାର୍ଡ ଉପଲବ୍‍ଧ ହୋଇଛି । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗରେ ପରୀକ୍ଷା ଦେବାକୁ ଥିବା ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀମାନେ ଅନଲାଇନରୁ ଆଡମିଟ୍‍ କାର୍ଡ ଡାଉନଲୋଡ଼ କରିପାରିବେ।

ସାମ୍‍ସ ଇ-ସ୍ପେସ ୱେବସାଇଟ୍‍ରୁ www.sam odisha.gov.in କଲେଜ କର୍ତ୍ତୃପକ୍ଷ ଆଡମିଟ୍‍ କାର୍ଡ ଡାଉନଲୋଡ କରିପାରିବେ । ଜାନୁୟାରୀ ୨ତାରିଖରୁ ଯୁକ୍ତଦୁଇ ପ୍ରାଟିକାଲ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଫେବୃୟାରୀ ୧୬ତାରିଖରୁ ଲିଖିତ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ପର୍ଯ୍ୟନ୍ତ ଚାଲିବ । ଚଳିତବର୍ଷ ପ୍ରାୟ ୩ଲକ୍ଷ ୮୫ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?