Posted inଫୁରସତ

ଏକଲାପଣ ଦୂର କରିବାକୁ ଘରକୁ ଏକ କୁକୁର ଆଣିଥିଲେ ଯୁବକ, ସତ ଜଣାପଡ଼ିଲା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ଚାଇନାର ଜଣେ ଯୁବକ ଏକଲାପଣ ଦୂର କରିବା ପାଇଁ ଘରକୁ ଏକ କୁକୁର ଆଣିଥିଲେ। ମାତ୍ର ଏହାର ଠିକ୍‌ ୩ ଦିନ ପରେ ତାଙ୍କ ସହ ଯାହା ଘଟିଲା ସେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ ଯାହାକୁ ସେ କୁକୁର ଭାବି ଘରକୁ ଆଣିଥିଲେ ପ୍ରକୃତରେ ସେ ଗୋଟେ ମୂଷା ଥିଲା।

ଏହି ଘଟଣା ସମ୍ପର୍କରେ ଯୁବକ ଜଣକ ନିଜେ ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି। ଏହାର ଉତ୍ତରରେ, ଅନ୍ୟ ଜଣେ ଲେଖିଛନ୍ତି, ଅଜବ ଘଟଣା! ଏହା କ’ଣ ସତ କି? ଆପଣ ଏକା ନୁହନ୍ତି, ଯିଏ ଏହି ଜୀବକୁ କୁକୁର ବୋଲି ଭାବିଛନ୍ତି।

ଏହି ମୂଷାଟି ଦେଖିବାକୁ ଠିକ୍‌ କୁକୁର ପରି। ଏହା ହୁଲିଆ ହୁବହୁ ପ୍ରଜାତିର କୁକୁର ପରି। ଲୋକମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯେତେବେଳେ ସେହି ଯୁବକ ଜଣକ ଏକ ପାହାଡ଼ିଆ ଗାଁକୁ ନିଜ ବନ୍ଧୁଙ୍କ ନିକଟକୁ ଯାଇଥିଲେ। ସେଠାରେ ତାଙ୍କ ଘର ବାହାରେ ଏକ କଳା ରଙ୍ଗର କୁକୁର ଦେଖିଥିଲେ। ସେ ଏହାକୁ ନିଜ ଘରକୁ ଆଣିଥିଲେ। କିନ୍ତୁ ସେହି ସମୟରେ ଅନ୍ଧାର ଥିବାରୁ ତାହା ଜଣାପଡ଼ି ନ ଥିଲା। ପରେ ଜାଣିବା ପରେ ତାଙ୍କ ସାଙ୍ଗ ମଧ୍ୟ ତାଙ୍କୁ କ୍ଷମା ମାଗିଛନ୍ତି। ଯୁବକ ଜଣକ ଏହି ମୂଷାର ଫଟୋ ସୋସିଆଲ ମିଡିଆରେ ଶେୟାର କରି କ୍ୟାପଶନ ଲେଖିଛନ୍ତି, ସେ ଘରକୁ ଆଣିଥିବା କୁକୁରଟି ବାସ୍ତବରେ ଗୋଟିଏ ମୂଷା। ଯେତେବେଳେ ଏହି କୁକୁରଟି ଚଲାବୁଲା କଲା ନାହିଁ ତାଙ୍କର ସନ୍ଦେହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri