Posted inଖେଳ

ବିବାହ ପୂର୍ବରୁ ୨ ସନ୍ତାନର ପିତା ହୋଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର, ପିଠିରେ କରିଛନ୍ତି ଏମିତି

ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିନ୍ତି। ଏହି ଖେଳାଳି ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ବିବାଦର ସାମ୍ନା କରିଥିଲେ ମଧ୍ୟ ତାଙ୍କ ପ୍ରେମିକା ସବୁବେଳେ ତାଙ୍କ ସହ ରହିଆସିଛନ୍ତି। ୨୦୧୩ରେ ପ୍ରଥମ ଥର ପାଇଁ ବେନ ଷ୍ଟୋକ୍ସ ଏବଂ କ୍ଲାର ରାଟକ୍ଲିଫ ସାକ୍ଷାତ ହୋଇଥିଲେ। ଏହି ସମୟରେ କ୍ଲାର ତାଙ୍କ ବାପାଙ୍କୁ ହରାଇଲେ। ଏତେ କଷ୍ଟ ସମୟରେ ଷ୍ଟୋକ୍ସ କ୍ଲାରଙ୍କ ହୃଦୟ ଜିତିଥିଲେ। ବିବାହର ନିଷ୍ପତ୍ତି କ୍ଲାରଙ୍କ ଦ୍ୱାରା ନିଆଯାଇଥିଲା ଯେତେବେଳେ ବେନ ଷ୍ଟୋକ୍ସ କୋର୍ଟରେ ଚାଲିଥିଲା। ୨୦୧୭ରେ, ଷ୍ଟୋକ୍ସ ନାଁରେ ବାର୍‌ ବାହାରେ କିଛି ଲୋକଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ଇଂଲଣ୍ଡ କ୍ରିକେଟ ବୋର୍ଡ ତାଙ୍କୁ ଦଳରୁ ବାହାର କରିଦେଇଥଲା। ଷ୍ଟୋକ୍ସଙ୍କୁ ସବୁ ସ୍ଥାନରେ ସମାଲୋଚନା କରାଯାଉଥିଲା। ଏହି ସମୟରେ କ୍ଲାର ନିଷ୍ପତ୍ତି ନେଇଥିଲେ ଯେ ଷ୍ଟୋକ୍ସଙ୍କୁ ବିବାହ କରିବେ । କଠିନ ସମୟ ମଧ୍ୟରେ ସେ ଷ୍ଟୋକ୍ସଙ୍କୁ ସମର୍ଥନ କରିଥିଲେ। ବିବାହ ପୂର୍ବରୁ କ୍ଲାର ଦୁଇଟି ସନ୍ତାନର ମା ହୋଇଥିଲେ। ବେନ ଷ୍ଟୋକ୍ସ ତାଙ୍କ ପରିବାରର ଅତି ନିକଟତର। ସେ ନିଜ ପରିବାରକୁ ଉତ୍ସର୍ଗ କରି ତାଙ୍କ ପିଠିରେ ଟାଟୁ କରିଛନ୍ତି। ଏହି ଟାଟୁରେ ଏକ ସିଂହୀ ଏବଂ ଦୁଇ ସନ୍ତାନ ନଜର ଆସିଛନ୍ତି।ଏହି ଟାଟୁ ତାଙ୍କ ପରିବାରକୁ ଦର୍ଶାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri