Posted inଜାତୀୟ

୭୫ ରାଜ୍ୟସଭା ସଦସ୍ୟଙ୍କ ନାମରେ ରହିଛି ହତ୍ୟା ଓ ବଳତ୍କାର ମାମଲା: ଏଡିଆର ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଦେଶରେ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ପ୍ରାୟ ୧୨ ପ୍ରତିଶତ କୋଟିପତି ଅଟନ୍ତି। ଏହି ଲିଷ୍ଟରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ଏମପିଙ୍କ ନାମ ସର୍ବାଧିକ ରହିଛି। ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚ (ଏନଇଡବ୍ଲୁ) ୨୩୩ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ୨୨୫ଜଣଙ୍କର ଆପରାଧିକ, ଆର୍ଥିକ ଏବଂ ଅନ୍ୟାନ୍ୟ ପୃଷ୍ଠଭୂମିର ତଥ୍ୟ ବିବରିଣୀ ପ୍ରକାଶ କରିଛି।

ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶର ୧୧ଜଣ ଏମପିଙ୍କ ମଧ୍ୟରୁ ପାଞ୍ଚ ଜଣ, ତେଲେଙ୍ଗାନାର ସାତଜଣ ଏମପିଙ୍କ ୩ ଜଣ, ମହାରାଷ୍ଟ୍ରର ୧୯ ଜଣ ଏମପିଙ୍କ ମଧ୍ୟରୁ ୧୬ ଜଣ, ଦିଲ୍ଲୀର ତିନିଜଣ ଏମପିଙ୍କ ମଧ୍ୟରୁ ଜଣେ, ପଞ୍ଜାବର ୭ଜଣ ଏମପିଙ୍କ ମଧ୍ୟରୁ ଦୁଇଜଣ, ହରିୟାଣାର ପାଞ୍ଚଜଣ ଏମପିଙ୍କ ମଧ୍ୟରୁ ଜଣେ ଏବଂ ମଧ୍ୟପ୍ରଦେଶର ୧୧ ଜଣ ଏମପିଙ୍କ ମଧ୍ୟରୁ ୨ଜଣ ନିଜ ସମ୍ପତ୍ତିର ମୂଲ୍ୟ ୧୦୦ କୋଟିରୁ ଅଧିକ ବୋଲି ଘୋଷଣା କରିଛନ୍ତି।

ତେଲେଙ୍ଗାନାର ସାତଜଣ ଏମପିଙ୍କ ମୋଟ ସମ୍ପତ୍ତି ୫,୫୯୬କୋଟି ଟଙ୍କା ହୋଇଥିବାବେଳେ ଆନ୍ଧ୍ରପ୍ରଦେଶର ୧୧ ଜଣ ଏମପିଙ୍କ ସମ୍ପତ୍ତି ୩୮୨୩ କୋଟି। ସେହିପରି ଉତ୍ତରପ୍ରଦେଶର ୩୦ଜଣ ଏମପିଙ୍କ ମୋଟ ସମ୍ପତ୍ତି ୧୯୪୧କୋଟି ଟଙ୍କା ରହିଛି।

୨୨୫ଜଣ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ୭୫ଜଣଙ୍କର ବିରୋଧରେ ଅପରାଧିକ ମାମଲା ରହିଛି।
ସେଥିରୁ ପ୍ରାୟ ୪୧ଜଣ ଏମପିଙ୍କ ବିରୋଧରେ ଗୁରୁତର ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ଦୁଇଜଣଙ୍କ ବିରୋଧରେ ହତ୍ୟା ମାମଲା (ଆଇପିସିର ଧାରା ୩୦୨) ରୁଜୁ ହୋଇଛି। ରାଜସ୍ଥାନର ରାଜ୍ୟସଭା ଏମପି କେ.ସି ଭେଣୁଗୋପାଳଙ୍କ ବିରୋଧରେ ବଳାତ୍କାର ମାମଲା (ଆଇପିସିର ଧାରା ୩୭୬) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri