ଅନ୍‌ଲାଇନ ଟିସିକୁ ନେଇ ଅଡୁଆରେ ପ୍ରଧାନଶିକ୍ଷକ

ଶେରଗଡ,୨୬ା୧୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକର ସମସ୍ତ ବିଦ୍ୟାଳୟରେ ଅନଲାଇନ ଟିସି (ଟ୍ରାନ୍ସଫର ସାର୍ଟିଫିକେଟ୍‌) ବ୍ୟବସ୍ଥା ପ୍ରଚଳନ କରାଯାଇଛି। ଯେଉଁ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡି ଅନ୍ୟ ଶିକ୍ଷାନୁଷ୍ଠାନକୁ ଯିବେ ସେମାନଙ୍କୁ ହାତଲେଖା ଟିସି ସହ ଅନ୍‌ଲାଇନ୍‌ରେ ଜେନେରେଟ୍‌ ହେଉଥିବା ଟିସି ନମ୍ବର ଦେବାର ବ୍ୟବସ୍ଥା ରହିଛି। ଏହାକୁ ସେମାନେ ଜଏନ୍‌ କରୁଥିବା ଶିକ୍ଷାନୁଷ୍ଠାନରେ ଦାଖଲ କରିବେ। ମାତ୍ର ଅନ୍‌ଲାଇନ୍‌ ଟିସି କାଢିବାରେ ପ୍ରଧାନ ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଇବର୍‌ କାଫ୍‌କୁ ଯିବାକୁ ପଡୁଛି। ବାରମ୍ବାରା ଯିବା ଦ୍ୱାରା ବହୁ ଅର୍ଥ ମଧ୍ୟ ବ୍ୟୟ ହେଉଛି। ଏ ଦିଗରେ ଶିକ୍ଷା ବିଭାଗ ଦୃଷ୍ଟି ଦେଇ ଅନ୍‌ଲାଇନ ଟିସି ନମାଗି ଯାହା ବିଦ୍ୟାଳୟ ପକ୍ଷରୁ ଦିଆଯାଇଛି (ଲିଖିତ ଟିସି) ସେଥିରେ ନାମ ନମୋଦ କରାଯାଉ ବୋଲି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri