ବିକୁଥିଲେ ଅପମିଶ୍ରିତ ମଦ ପହଞ୍ଚିଗଲେ ଅବକାରୀ ଟିମ୍, ପରେ ଯାହା ହେଲା…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ବି.ତୁରୁବୁଡ଼ି ପଞ୍ଚାୟତ କିଞ୍ଚରଡ଼ା ଗ୍ରାମରେ ଶୁକ୍ରବାର ସକାଳେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା ସଦଳବଳେ ଚଢାଉ କରିଥିଲେ। ଏହି ଚଢ଼ାଉରେ କାଳୁ ମଲ୍ଲିକଙ୍କ ନିକଟରୁ ୧୨୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ ହୋଇଛି। କେଶ୍‌ ନଂ.୯/୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଦିଗପହଣ୍ଡି ଅବକାରୀ ଏସଆଇ ଅନୀତା ପ୍ରଧାନ, ଏଏସଆଇ ଏନ.ତ୍ରିପତି ସଦଳବଳେ ଜନଜାତି ବହୁଳ ପିଲିକାଢିଅ, ବଡ଼ବୁରୁଡ଼ା, ଚଢ଼େୟାଗର୍ଦ ପ୍ରଭୃତି ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ପିଲିକାଢିଅ ଗ୍ରାମ ରାସ୍ତାକଡରେ ୨ଟି ପ୍ଲାଷ୍ଟିକ ଜାରକିନ ଧରି ସନ୍ଦେହଜନକ ଅବସ୍ଥାରେ ବସିଥିବା ଗ୍ରାମର ଯଶୋଦା ମଲ୍ଲିକଙ୍କୁ ତଲାସି କରିବାରେ ଜାରକିନରେ ଅପମିଶ୍ରିତ ୪୦ଲିଟର ଦେଶୀମଦ ଥିବା ଜଣାପଡିଥିଲା। ଅବକାରୀ ଏସଆଇ ତାଙ୍କ ନିକଟରୁ ମଦ ଜବତ କରି ଅବକାରୀ ଥାନା ମାମଲା ନଂ.୨୬/୨୫ ଅନୁଯାୟୀ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରିଥିଲେ। ସେହିପରି ବଡ଼ବୁରୁଦା ଗ୍ରାମ ନିକଟରୁ ଚଢେୟାଗର୍ଦ ଗ୍ରାମର ଗୁରୁନାଥ ମଲ୍ଲିକଙ୍କ ନିକଟରୁ ୧୬ ଲିଟର ଦେଶୀମଦ ଜବତ କରାଯିବା ସହ ତାଙ୍କୁ ଗିରଫ କରି ମାମଲା ନଂ.୨୭/୨୫ ଅନୁଯାୟୀ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri