Posted inଜାତୀୟ

Exit Poll: ରାଜସ୍ଥାନରେ କ୍ଷମତା ହରାଇ ପାରନ୍ତି ଅଶୋକ ଗେହଲଟ, ସୁବିଧାଜନକ ସ୍ଥିତିରେ ଭାଜପା

ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେବା ପରେ ଏକଜିଟ ପୋଲ ଆକଳନ ସାମ୍ନାକୁ ଆସିଛି। ବିଭିନ ସଂସ୍ଥାର ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା ପାଞ୍ଚ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରୁଛି। ଗତ ତିନି ଦଶନ୍ଧି ଧରି ରାଜ୍ୟରେ ଜାରି ରହିଥିବା ଟ୍ରେଣ୍ଡକୁ ଭାଙ୍ଗିବାରେ କଂଗ୍ରେସ ବିଫଳ ହୋଇଥିବା ଆକଳନ କରାଯାଉଛି। କାରଣ ଏଠାରେ ଗତ ୩୦ ବର୍ଷ ମଧ୍ୟରେ ଶାସନରେ ଥିବା ଦଳ ପୁନର୍ବାର କ୍ଷମତାକୁ ଫେରି ନାହିଁ।

‘ଜନ କି ବାତ’ ଅନୁଯାୟୀ ରାଜ୍ୟରେ ଭାଜପା ୧୦୦ରୁ ୧୨୨ ଆସନରେ ବିଜୟ ଲାଭ କରିବ ଏବଂ କଂଗ୍ରେସକୁ ୬୨ରୁ ୮୫ ଆସନ ମିଳିପାରେ। ସେହିଭଳି ଟାଇମ୍ସ ନାଓ-ଇଟିଜି ଆକଳନ ଅନୁଯାୟୀ ଭାଜପାକୁ ୧୦୮ରୁ ୧୨୮ ଆସନ ମିଳିବାକୁ ଥିବା ବେଳେ କଂଗ୍ରେସକୁ ୫୬ରୀ ୭୨ ଆସନ ମିଳିପାରେ। ସେହିପରି ଟିଭି ନାଇନ ଭାରତବର୍ଷ ଅନୁଯାୟୀ ରାଜ୍ୟରେ ଭାଜପାକୁ ୧୦୦ରୁ ୧୧୦ ଏବଂ କଂଗ୍ରେସକୁ ୯୦ରୁ ୧୦୦ ଆସନ ମିଳିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri