ଟୟୋଟା ହିଲିକ୍ସର ଦୁଃସାହସିକ ଡ୍ରାଇଭିଂ

ଭୁବନେଶ୍ୱର, ୧୧।୩: (ଅଭୟ ଦାଶ) ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା ଇଣ୍ଡିଆ’ ର ବହୁ ପ୍ରତୀକ୍ଷିତ ତଥା ବ୍ରାଣ୍ଡ୍‌ର ପ୍ରମୁଖ ମଡେଲ ଟୟୋଟା ହିଲିକ୍ସ’ର ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀ ସର୍ବଭାରତୀୟସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏକ ୩ ଦିନିଆ ସ୍ବତନ୍ତ୍ର ଡ୍ରାଇଭିଂ କଳା ପ୍ରଦଶର୍ନୀ ଅଭିଜ୍ଞ ଓ ଦକ୍ଷ ଗାଡି ଚାଳକଙ୍କ ଦ୍ୱାରା ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର କ୍ୟାପିଟାଲ ଟୟୋଟା ମଞ୍ଚେଶ୍ୱର ଭୁବନେଶ୍ୱର ପକ୍ଷରୁ ରବିବାର ଭୁବନେଶ୍ୱରର ବରମୁଣ୍ଡା ଖେଳ ପଡ଼ିଆଠାରେ ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଛି।

ଏହି ଅବସରରେ ଟୟୋଟା କିର୍ଲୋସ୍କାର ମୋଟର୍ସର ଏଫଏସ୍‌ଏମ୍‌ ଚୟନୀ ସରକାରଙ୍କ ସମେତ ଗର୍ଗସନ ଗ୍ରୁପର ଚେୟାରମ୍ୟାନ ସତିଶ ଗର୍ଗ, କ୍ୟାପିଟାଲ ଟୟୋଟାର ଏମଡି ସିଦ୍ଧାର୍ଥ ଗର୍ଗ ଏବଂ ଜିଏମ ଚମ୍ପକ କୁମାର ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଟୟୋଟା ହିଲିକ୍ସ ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀର ପ୍ରଥମ ଦିନରେ ପ୍ରାୟ ୫୦ ଅଭିଜ୍ଞ ଗାଡି ଚାଳକ ଓ ମାଲିକ ଅଂଶଗ୍ରହଣ କରିଥିଲେ। ଏହି ପ୍ରଦଶର୍ନୀ ସୋମବାର ଓ ମଙ୍ଗଳବାର ମଧ୍ୟ ଅନ୍ୟ ଟୟୋଟା ଡିଲର୍ସଙ୍କ ଜରିଆରେ ଆୟୋଜିତ ହେବ ବୋଲି ଜଣାପଡିଛି। ଏପରିକି ସକାଳ ୯ ଘଟିକାରୁ ଏହି ପ୍ରଦର୍ଶନୀ ଆରମ୍ଭ ହେଉଛି।

ଏ ସମ୍ପର୍କରେ କ୍ୟାପିଟାଲ ଟୟୋଟାର ଏମ୍‌ଡି ସିଦ୍ଧାର୍ଥ ଗର୍ଗ କହିଥିଲେ, ଟୟୋଟା ହିଲିକ୍ସର ଦୁଃସାହସିକ ଡ୍ରାଇଭିଂ ଉଭୟ ଗାଡି ଚାଳକ ଓ ଗାଡି ଭିତରର ଯାତ୍ରୀଙ୍କୁ ଏକ ଭିନ୍ନ ଅନୁଭୂତି ଦେବ। ଏପରିକି ଲଙ୍ଗ୍‌ ଓ ଆଡଭେଞ୍ଚରିଂ ଡ୍ରାଇଭିଂ ସହିତ ମଡେଲର ବିଶେଷତ୍ୱତା ମଧ୍ୟ ହାସଲ କରିପାରିବେ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?