Posted inଜାତୀୟ

ନିକୋଟିନ ରିପ୍ଲେସମେଣ୍ଟ ଥେରାପିକୁ ଡାକ୍ତରଙ୍କ ପ୍ରେସକ୍ରିପଶନରେ ନ ରଖିବାକୁ ପରାମର୍ଶ ଦେଲେ ଚିକିତ୍ସା ବିଶେଷଜ୍ଞ

ନୂଆଦିଲ୍ଲୀ,୭।୧୦: ନିକୋଟିନ ରିପ୍ଲେସମେଣ୍ଟ ଥେରାପିକୁ ଏକ ପ୍ରେସକ୍ରିପଶନ ଔଷଧ ଭାବରେ ଶ୍ରେଣୀଭୁକ୍ତ କରାଯିବା ଉଚିତ ନୁହେଁ ବୋଲି ଚିକିତ୍ସା ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। କାରଣ ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଏହି ଔଷଧ ଲୋକମାନଙ୍କ ପାଇଁ ଉପଲବ୍ଧ ହେବ ନାହିଁ। ତେବେ ଏହି ଥେରାପି ପ୍ରେସକ୍ରିପସନରେ ଅର୍ନ୍ତଭୁକ୍ତ ନ ହେଲେ ସ୍ବେଚ୍ଛାକୃତ ଭାବରେ ଧୂମପାନ ଛାଡିବାକୁ ଚାହୁଁଥିବା ବହୁ ସଂଖ୍ୟକ ଲୋକଙ୍କ ପାଖରେ ଏହା ଉପଲବ୍ଧ ହୋଇପାରିବ।

ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ (ସିଡିଏସକୋ) ଅଧୀନରେ ଥିବା ଔଷଧ ବୈଷେୟିକ ପରାମର୍ଶଦାତା ବୋର୍ଡ ନିକୋଟିନ ରିପ୍ଲେସମେଣ୍ଟ ଥେରାପି(ଏନଆରଟି)କୁ ଡ୍ରଗ ଏବଂ କସମେଟିକ୍ସ ନିୟମର ସୂଚୀରେ ରଖିବାକୁ ପ୍ରସ୍ତାବ ଦେଇଛି। ଯାହା ଦ୍ୱାରା ଭବିଷ୍ୟତରେ ଏହା କେବଳ ଡାକ୍ତରଙ୍କ ପରାମର୍ଶ ପରେ ଖିଆଯାଇପାରିବ।
ସୂଚନାଯୋଗ୍ୟ, ନିକୋଟିନ ପୋଲାକ୍ରିଲେକ୍ସ ଗମ, ଲୋଜେଞ୍ଜ ଏବଂ ଟ୍ରାନ୍ସଡର୍ମାଲ ପ୍ୟାଚକୁ ଏନଆରଟି ଭାବରେ ବ୍ୟବହୃତ କରାଯାଇପାରିବ। ବିଶେଷଜ୍ଞମାନେ କହିଛନ୍ତ, ଏନଆରଟି ଧୂମପାନ ଛାଡିବାର ପ୍ରୟାସର ସମ୍ଭାବନାକୁ ୫୦ ପ୍ରତିଶତ ବଢାଇ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri