ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେ ଶିନ୍ଦେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ଚାନ୍ଦିପୁର, ତାଳସାରୀ, କଷାଫଳ, ଡଗରା ଓ ପଞ୍ଚଲିଙ୍ଗେଶ୍ୱରକୁ ଆଦି ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ କୁହାଯାଇଛି।

ରାଜ୍ୟରେ ଲଘୁଚାପ ବର୍ଷା ପ୍ରଭାବରେ ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍‌

ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ...

ପରିବେଶ ମଞ୍ଜୁରୀ ଓ ରାଜସ୍ବ ଆଦାୟକୁ ଅଣଦେଖା; ବେଲଗାମ୍‍ ହେଉଛି ବାଲି ଉଠାଣ

କେନ୍ଦ୍ରାପଡା ଅଫିସ, ୩।୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଇଛି।...

ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ...

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ଟୁନୁରାମ

ସିନାପାଲି, ୧।୧୧(ଡି.ଏନ୍‌.ଏ.)- ସରକାର ମାନସିକ୍‌ ରୁଗୀକର ଚିକିଛା ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ୍‌ ଜାଗାରେ ସଚେତନତା ଅଭାବୁ ଗରିବ୍‌ଦୁଖି ସରକାରକଁର ଇ...

ଖୁବ୍‌ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍‌.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ...

ମୁହାଣ ଅବରୋଧ:ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ

ବାଲିଆପାଳ, ୧୧ା୯(ଡି.ଏନ.ଏ.)-କୌଣସି ନଦୀର ମୁହାଣକୁ ଅବରୋଧ କରାଯାଇପାରିବ ନାହିଁ। ଏହା ଆଇନତଃ ଦଣ୍ଡନୀୟ କାର୍ଯ୍ୟ। ଏପରି କି ମୁହାଣରେ ଜାଲ ବସାଇ ଜାଆଁଳ ଧରିବାକୁ ସମ୍ପୂର୍ଣ୍ଣ...

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୨୦।୧୨: ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପକ୍ଷ ଅପରପକ୍ଷଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅଭିଯୋଗ ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ...

Advertisement
Archives

Model This Week