ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେ ଶିନ୍ଦେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ଚାନ୍ଦିପୁର, ତାଳସାରୀ, କଷାଫଳ, ଡଗରା ଓ ପଞ୍ଚଲିଙ୍ଗେଶ୍ୱରକୁ ଆଦି ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ କୁହାଯାଇଛି।

ରାଜ୍ୟରେ ଲଘୁଚାପ ବର୍ଷା ପ୍ରଭାବରେ ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମଦ ଫ୍ୟାକ୍ଟ୍ରି ଠାବ: କିଙ୍ଗପିନ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୨୨ା୧୨: ଜିଲା ତଥା ଜିଲା ବାହାର ବିଭିନ୍ନ ଗ୍ରାମାଞ୍ଚଳକୁ ନକଲି ବିଦେଶୀ ମଦ ଚାଲାଣ ହେଉଥିବା ଅବକାରୀ ପୋଲିସକୁ ଖବର ମିଳିଥିଲା। ଏନେଇ ଅବକାରୀ...

୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ,...

ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି...

ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି।...

ଲଘୁଚାପ: ୮ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫ା୯(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆଗାମୀ ୨...

ବିକ୍ରି ହେଉନି ହସ୍ତକଳା, ଚିନ୍ତାରେ ପରିବାର

ବେଗୁନିଆ,୨୬।୧୦(ଡି.ଏନ୍‌.ଏ.): ଏବେ ଦୁର୍ଦ୍ଦିନରେ ଦିନ ବିତାଉଛନ୍ତି ହସ୍ତକଳା କାରିଗର। ଅତ୍ୟାଧୁନିକ ସାମଗ୍ରୀର ଚାହିଦା ଓ କରୋନା ମହାମାରୀ ଛଡ଼ାଇ ନେଇଛି ସେମାନଙ୍କର କୁଳବେଉସା। ଖୋର୍ଦ୍ଧା ଜିଲା...

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି...

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ...

Advertisement
Archives

Model This Week