ଗଞ୍ଜାମ,୩୦ା୧୦(ବିଦ୍ୟାଧର ସାହୁ): ସିଦ୍ଧାର୍ଥ ଟିଭିରେ ଚାଲିଥିବା ନାଚ ଓଡ଼ିଶା ନାଚ ଜୁନିୟର ସିଜନ୍ -୨ ନୃତ୍ୟ ପ୍ରତିଯୋଗିତାରେ ଗଞ୍ଜାମର ଆଦ୍ୟାଶା ପ୍ରିୟଦର୍ଶୀନୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଗଞ୍ଜାମ ବ୍ଲକ ସୁବଳୟା ଗ୍ରାମର ପଦାର୍ଥ ବିଜ୍ଞାନ ବିଭାଗର ଅଧ୍ୟାପକ ବିଭୁ ପ୍ରସାଦ ବେହେରା ଏବଂ ପ୍ରଜ୍ଞା ପଲେଇଙ୍କ କନିଷ୍ଠ କନ୍ୟା ଆଦ୍ୟାଶା ଏହା ପୂର୍ବରୁ ଟିକେ ଡାନ୍ସ ଓ ଟିକେ ଆକ୍ଟିଂରେ ମଧ୍ୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏହି ମଞ୍ଚରେ ବିଚାରକ ଭାବେ ଯୋଗଦେଇ ଦାୟିତ୍ୱ ତୁଲାଇଥିଲେ ମାଷ୍ଟର ହରିହର ଦାସ୍, ଜୟା ବିଶ୍ୱାସ ଓ ଓଡ଼ିଆ ଅଭିନେତ୍ରୀ ପୁନମ୍ ମିଶ୍ର। ଆଦ୍ୟାଶା ପ୍ରିୟଦର୍ଶିନୀଙ୍କ ନୃତ୍ୟ କଳାରେ ମୁଗ୍ଧ ହୋଇ ମାଷ୍ଟର ଜୟା ବିଶ୍ୱାସ ତାଙ୍କୁ ସୁନାର ମୁଦି ପ୍ରଦାନ କରିଥିଲେ। ଏହା ପରେ ସିଦ୍ଧାର୍ଥ ଟିଭି ତରଫରୁ ନଗଦ ୫୦,୦୦୦ ଟଙ୍କା ମିଳିବା ସହ ଟ୍ରଫି ଓ ମାନପତ୍ର ପ୍ରଦାନ କରିଥିଲେ।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

