Advertisement

ଏଗନ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରମୁଖ ବୀମା କମ୍ପାନୀ ଏଗନ୍‌ ଲାଇଫ୍‌ ଇନ୍‌ସ୍ୟୁରାନ୍‌ସର ନୂତନ ଉତ୍ପାଦ ‘ଆଇ ଗ୍ୟାରେଣ୍ଟି ମାକ୍ସ ସେଭିଙ୍ଗ୍‌ସ ପ୍ଲାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ହାଇ ରିଟର୍ନ ସହ ଲାଇଫ୍‌ କଭରର ୨ଗୁଣା ଲାଭ ପ୍ରଦାନ କରିଥାଏ। ଏହା ଦ୍ୱାରା ବୀମାଧାରୀ ତାଙ୍କର ପିଲାଙ୍କ ଶିକ୍ଷା ହେଉ ବା ବାହାଘର ବା ନିଜର ଅବସର ସମୟକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ଅନେକ ସୁବିଧା ମିଳିଥାଏ।

ଏ ସମ୍ପର୍କରେ ଏଗନ୍‌ ଲାଇଫ୍‌ର ଏମ୍‌ଡି ତଥା ସିଇଓ ସତୀଶ୍ୱର ବି କହିଛନ୍ତି,କମ୍ପାନୀର ଏହି ଉତ୍ପାଦ ବୀମାଧାରୀଙ୍କୁ ଅନେକ ସୁବିଧା ସାଙ୍ଗକୁ ଏକ ଭରସା ମଧ୍ୟ ପ୍ରଦାନ କରିଥାଏ। ଏପରିକି ଏକ ଉତ୍କୃଷ୍ଟ ପ୍ରତିଯୋଗିତାମୂଳକ ଓ ସୁଲଭ ମୂଲ୍ୟଯୁକ୍ତ ଉପତ୍ାଦ ଏବଂ ଏହାର ପ୍ରିମିୟମ ମାସିକ ୫୦୦ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଣା କପୁରଙ୍କ ୨୨୦୩ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୯।୭ : ବେଆଇନ ଋଣ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋର୍‌ଦାର କରିଛି। ତାଙ୍କ...

ଟିକସ ସ୍ବଚ୍ଛତା ଆଡ଼କୁ ବଢୁଛି ଭାରତ:ମୋଦି

ନୂଆଦିଲ୍ଲୀ: ଭାରତ ଟିକସ ଆତଙ୍କବାଦରୁ ଟିକସ ସ୍ବଚ୍ଛତା ଆଡକୁ ବଢୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। କେନ୍ଦ୍ର ସରକାର ଟିକସ ବ୍ୟବସ୍ଥାରେ ନୂଆ ଫେସ୍‌ଲେସ...

ହରେକୃଷ୍ଣ ରେଷ୍ଟୁରାଣ୍ଟର ଶୁଭାରମ୍ଭ

ଭୁବନେଶ୍ୱର,୨୬।୮:ସ୍ମାର୍ଟ ସିଟି ଭୁବନେଶ୍ୱରକୁ ପ୍ରତିଦିନ ହଜାର ହଜାର ଲୋକ ବିଭିନ୍ନ କାମରେ ଆସୁଛନ୍ତି। ହେଲେ ସ୍ମାର୍ଟ ସିଟିରେ ସୁଷମ, ସ୍ବାସ୍ଥ୍ୟକର ଏବଂ ସ୍ବାଦିଷ୍ଟ ନିରାମିଷ ଭୋଜନ...

୮ରେ ଶ୍ରମିକ ସଂଗଠନଗୁଡିକର ଦେଶବ୍ୟାପୀ ଧର୍ମଘଟ

ନୂଆଦିଲ୍ଲୀ,୪-୧: କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡିକ ଚଳିତ ମାସ ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବେତନ ଏବଂ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା ନେଇ...

ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍‌ ସୁଇସ୍‌ ରିପୋର୍ଟ: ସାଂଘାତିକ ହେବ ଏଫ୍‌ଏମ୍‌ସିଜି ସେକ୍ଟର ପ୍ରଦର୍ଶନ

ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍‌ଏମ୍‌ସିଜି) ସେକ୍ଟରର...

ଟାଟା ସନ୍ସ ମାମଲା ଶୁଣାଣି; ରାୟର ‘ବେଆଇନ ଶବ୍ଦ’ ସଂଶୋଧନ ଲାଗି ଆବେଦନ

ନୂଆଦିଲ୍ଲୀ,୨୪-୧୨: ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନ୍‌ସିଏଲଏଟି) ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ରାୟ ନିକଟରେ ଦେଇଛନ୍ତି। ଏହି ରାୟ ଟାଟା ସନ୍ସର...

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର...

କୋଭିଡ୍‌-୧୯ ଯୋଦ୍ଧାଙ୍କ ପିଲାଙ୍କୁ ଏଲ୍‌ପିୟୁର ଛାତ୍ରବୃତ୍ତି

ଜଳନ୍ଧର,୧୧।୫: କୋଭିଡ୍‌-୧୯ ମହାମାରୀ ବିରୋଧରେ ବର୍ତ୍ତମାନ ସାରା ଦେଶ ଲଢ଼େଇ ଜାରି ରଖିଛି। ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍‌, ପୋଲିସ ପର୍ସୋନେଲଙ୍କ ସମେତ ଅନ୍ୟ କିଛି...

Advertisement
Archives

Model This Week