ଫେବୃୟାରୀ ୧୩ରୁ ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ଶୋ…

ନୂଆଦିଲ୍ଲୀ,୯।୧ : ଫେବୃଆରୀ ୧୩ ରୁ ୧୭ ପର୍ଯ୍ୟନ୍ତ ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ଶୋ -୨୦୨୩ ଆୟୋଜିତ ହେବ। ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ଏହା ଘୋଷଣା କରିଛି।

ମନ୍ତ୍ରଣାଳୟ କହିଛି ଯେ ଏହା ହେଉଛି ତୀର ଭାରତର ୧୪ ତମ ଶୋ। ଆଶା କରାଯାଉଛି ଏହା ନୂଆ ରେକର୍ଡ ସୃଷ୍ଟି କରିବ। ବହୁ ସଂଖ୍ୟକ ପ୍ରତିନିଧୀ ଏବଂ ବନ୍ଧୁ ଦେଶର ଅଂଶଗ୍ରହଣକାରୀମାନେ ଏଥିରେ ଅଂଶଗ୍ରହଣ କରିବେ।

ଏଥିରେ ଭାରତ ନିଜର ସ୍ବଦେଶୀ ଜ୍ଞାନକୌଶଳର ପ୍ରଦର୍ଶନ କରିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁବଲି ହିଲ୍ସ ଗଣବଳାତ୍କାର ମାମଲା : ଅଭିଯୁକ୍ତଙ୍କ ହେବ ଡିଏନ୍‌ଏ ଟେଷ୍ଟ

ହାଇଦ୍ରାବାଦ,୨୭ା୬: ହାଇଦ୍ରାବାଦ ଜୁବଲି ହିଲ୍ସ ନାବାଳିକା ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ନମୁନା ସଂଗ୍ରହ କରାଯାଇ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।...

ଶିକ୍ଷା ଲାଭଦାୟକ ବ୍ୟବସାୟ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧୧(ପି.ଟି.): ଲାଭ ଉପାର୍ଜନ ଲାଗି ଶିକ୍ଷା ଏକ ବ୍ୟବସାୟ ନୁହେଁ, ଟ୍ୟୁଶନ ଫି ସର୍ବଦା ଲୋକଙ୍କ ସାମର୍ଥ୍ୟ ଯୋଗ୍ୟ ହେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିବା...

ଚର୍ଚ୍ଚିତ ଅଜିମଙ୍କୁ ମିଳିଗଲା ଜୀବନ ସାଥୀ

ଶାମଲି,୧୬।୧୦: ଉତ୍ତର ପ୍ରଦେଶରେ ଶାମଲି ଜିଲାର ଅଢ଼େଇ ଫୁଟ୍‌ର ଲୋକପ୍ରିୟ ବ୍ୟକ୍ତି ଅଜିମ ମାନସୁରୀଙ୍କ ଇଚ୍ଛା ଶେଷରେ ପୂରଣ ହୋଇଛି। ଅଜିମଙ୍କୁ ତାଙ୍କ ଜୀବନ ସାଥୀ...

ସିଏଏ ବିରୋଧରେ ଆର୍‌ଜେଡିର ବିକ୍ଷୋଭ ପ୍ରଦର୍ଶନ: ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ପାଟନା,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜାରି ରହିଥିବା ବିକ୍ଷୋଭ ଉତ୍ତରପ୍ରଦେଶ, ଗୁଜରାଟ, ଦିଲ୍ଲୀ, କର୍ନାଟକ, ଆସାମ ପରେ ଏବେ ବିହାରରେ ଏହାର ନିଆଁ ତେଜିବାରେ...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳାଙ୍କୁ ସମ୍ମାନ ଜଣାଇଲା ଡୁଡୁଲ୍‌

ଆଜି ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳା କାମିନୀ ରାୟଙ୍କ ୧୫୫ତମ ଜୟନ୍ତୀ ଅବସରରେ ତାଙ୍କୁ ସମ୍ମାନ ଜଣାଇ ଗୁଗୁଲଡୁଡୁଲ କରାଯାଇଛି। କାମିନୀ ରାୟ ଏକାସଙ୍ଗରେ ଜଣେ...

ଯବାନଙ୍କୁ କ୍ଷମା ମାଗନ୍ତୁ ରାହୁଲ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୭ ।୧୨: ଅରୁଣାଚଳ ପ୍ରଦେଶର ତୱାଂଗ ସେକ୍ଟରରେ ଭାରତ ଓ ଚାଇନା ସେନାଙ୍କ ମଧ୍ୟରେ ଉପୁଜିଥିବା ଉତ୍ତେଜନା ପରିସ୍ଥିତିକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି...

ଖଟ୍ଟର କ୍ୟାବିନେଟର ହେବ ସମ୍ପ୍ରସାରଣ

ହରିୟାଣା,୧୪।୧୧: ହରିୟାଣାରେ ଭାଜପା-ଜେଜେପି ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍‌ ଗୁରୁବାର ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ଗତ ଅକ୍ଟୋବର...

Advertisement
Archives

Model This Week