ବିମାନ ଚଳାଚଳ ଆରମ୍ଭ ହେଲା

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୨୫ ତାରିଖ ମଙ୍ଗଳବାର ରାତି ୧୧ଟାରୁ ୨୭ତାରିଖ ଗୁରୁବାର ସକାଳ ୫ଟା ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ବାତ୍ୟାର ପ୍ରଭାବ କମିଯିବା ପରେ ନିର୍ଦ୍ଧାରିତ ସମୟର ୧୦ ଘଣ୍ଟା ପୂର୍ବରୁ ବିମାନ ସେବା ଆରମ୍ଭ ହୋଇଛି। ବୁଧବାର ରାତି ୭ଟାରୁ ବିମାନ ଚଳାଚଳ କରିଥିବା ବମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ବନ୍ଦ ହେଲା ମଦ ଦୋକାନ

ଡେରାବିଶ (ସ୍ବ.ପ୍ର.)/ ପାଟକୁରା (ଡି.ଏନ.ଏ.), ୧।୨: ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ଓ ଗରଦପୁର ବ୍ଲକ ଅଞ୍ଚଳର ବିକାଶ ନକ୍ସା ଆଙ୍କିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୩...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ମଞ୍ଚମୁହାଁ କଳାକାର

ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା...

ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର

କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍‌.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର...

ରଣନୀତି ପ୍ରସ୍ତୁତିରେ ବିଜେଡି-ଭାଜପା

ଅନୁଗୋଳ ଅଫିସ,୧।୪ ୨୦୨୨ ପୌର ନିର୍ବାଚନ ଅନୁଗୋଳରେ ଅନେକ ନୂତନତା ଆଣିଛି। ପ୍ରଥମ ଥର ପାଇଁ ପୌର ପରିଷଦ ଅଧ୍ୟକ୍ଷ ପଦ ବିଜେଡି ହାତେଇପାରିଛି। ସେହିପରି...

ମହିଳା ଡାକ୍ତରଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୬ା୮:ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ କ୍ଲିନିକ ବିରୋଧରେ ୨୦୧୯ରେ ହୋଇଥିବା ବେଆଇନ କନ୍ୟା ଭ୍ରୂଣ ହତ୍ୟା ମାମଲାରେ ଗୁରୁବାର ରାୟ ପ୍ରକାଶ ପାଇଛି। ଫେମିଲାଇଫ୍‌ ଫର୍ଟିଲିଟି...

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦...

ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି।...

Advertisement
Archives

Model This Week