ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ...

ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍‌

ବାରଙ୍ଗ,୯।୧୦(ଡି.ଏନ୍‌.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ...

ସିଏମ୍‌ସି ଅଞ୍ଚଳରୁ ଆଉ ୧୨୫

କଟକ ଅଫିସ,୨୫।୮: କଟକ ମହାନଗର ନିଗମରୁ ମଙ୍ଗଳବାର ୧୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ କୁମ୍ଭାରସାହି କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଥିବା ବେଳେ...

କାଳିଆଙ୍କ ଅବସ୍ଥା ଗୁରୁତର: ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

କଟକ ଅଫିସ, ୨୬।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଯମଜ ଶିଶୁ ଜଗା କାଳିଆ। ଗୁରୁବାର କାଳିଆଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ...

ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର...

ଆଜି ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ବୁଧବାର ମଧ୍ୟାହ୍ନ ୧୨.୩୦ ମିନିଟରେ ପ୍ରକାଶ ପାଇବ। ଏନେଇ ମନ୍ତ୍ରୀ...

Advertisement
Archives

Model This Week