Posted inଖେଳ

ପାକିସ୍ତାନର ପରାଜୟରେ ଆଫଗାନିସ୍ତାନର ରସିଦ ଖାନଙ୍କ ସହ ଗ୍ରାଉଣ୍ଡରେ ନାଚିଲେ ଭାରତର ପୂର୍ବତନ କ୍ରିକେଟର

ଚେନ୍ନାଇ,୨୪।୧୦: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ରେ ଆଫଗାନିସ୍ତାନ, ପାକିସ୍ତାନକୁ ହରାଇ ଦ୍ୱିତୀୟ ବିଜୟ ହାସଲ କରିଛି। ଲଗାତାର ପରାଜୟ ପରେ ପାକିସ୍ତାନର ବିଶ୍ୱକପ ଅଭିଯାନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ତେବେ ଏହି ମ୍ୟାଚର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

୨୦୨୩ର ୨୨ତମ ମ୍ୟାଚରେ ଆଫଗାନିସ୍ତାନ ଚମତ୍କାର ପ୍ରଦର୍ଶନ କରି ପାକିସ୍ତାନକୁ ୮ ୱିକେଟ ରେ ପରାସ୍ତ କରିଛି। ପାକିସ୍ତାନକୁ ପରାସ୍ତ କରିବା ପରେ ଆଫଗାନିସ୍ତାନ ଖେଳାଳିମାନେ ନିଜ ଦେଶର ପତାକାକୁ ଧରି ଗ୍ରାଉଣ୍ଡ ସାରା ବୁଲିଥିଲେ। ଏହି ସମୟରେ ସ୍ପିନର ରସିଦ ଖାନଙ୍କ ସହ ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନର କମେଣ୍ଟେଟର ଇରଫାନ ଫଠାନ ଫିଲ୍ଡରେ ନାଚୁଥିବାର ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri