Posted inଖେଳ

୭ ଉଇକେଟ୍‌ରେ ଆଫଗାନିସ୍ତାନ ବିଜୟୀ

ପୁଣେ,୩୦।୧୦: ପୁଣେସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ୨୦୨୩ କ୍ରିକେଟ ବିଶ୍ବକପ ୩୦ତମ ମ୍ୟାଚରେ ଆଫଗାନିସ୍ତାନ ୭ ଉଇକେଟ୍‌ରେ ଶ୍ରୀଲଙ୍କାକୁ ହରାଇ ବିଜୟୀ ହୋଇଛି। ଅଧିନାୟକ ହସମ୍‌ତୁଲ୍ଲା ଶାହିଦି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଶ୍ରୀଲଙ୍କା ବ୍ୟାଟିଂ କରି ୨୪୧ ରନ ସ୍କୋର କରିଥିଲା। ଫଳରେ ଆଫଗାନିସ୍ତାନ ପାଇଁ ୨୪୨ ରନ ବିଜୟ ଲକ୍ଷ୍ୟ ରହିଥିଲା। ତେବେ ଲକ୍ଷ୍ୟ ହାସଲ କରିବାକୁ ଯାଇ ୩ ଉଇକେଟ୍‌ ହରାଇ ୨୪୨ ରନ କରି ବିcଜୟ ହୋଇଛି। ପରାଜୟ ସହିତ ଶ୍ରୀଲଙ୍କା ପାଇଁ ଆଗକୁ ବଢିବା କଷ୍ଟକର ହୋଇପଡିଛି। ଏଥି ସହିତ ଇଂଲଣ୍ଡ ଏବଂ ପାକିସ୍ଥାନ ପରେ ଆଫଗାନିସ୍ତାନ ମଧ୍ୟ ଶ୍ରୀଲଙ୍କାକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri