ଦିବଂଗତ ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ସ୍ମୃତିରେ ଶେହନାଜ ଗିଲଙ୍କ ‘ତୁ ୟହିଂ ହୈ’ ଗୀତ ରିଲିଜ ହୋଇଛି। ଏହି ଗୀତ ଶୁଣିବା ପରେ ସିଦ୍ଧାର୍ଥ ଏବଂ ଶେହନାଜଙ୍କ ପ୍ରଶଂସକମାନେ ପୁଣି ଥରେ ଭାବପ୍ରବଣ ହୋଇପଡିଛନ୍ତି। ପ୍ରଶଂସକମାନେ ପୁଣିଥରେ ସିଦ୍ଧାର୍ଥଙ୍କୁ ମନେ ପକାଇଛନ୍ତି। ଏହି ଗୀତକୁ ୟୁଟ୍ୟୁବରେ ବହୁତ ପସନ୍ଦ କରାଯାଉଛି। ଆଫଗାନିସ୍ତାନ କ୍ରିକେଟର ରସିଦ ଖାନ ଏହି ଗୀତକୁ ପସନ୍ଦ କରିଛନ୍ତି। ସେ ଶେହନାଜଙ୍କ ପାଇଁ ଦୁଃଖ ପ୍ରକାଶ କରିବା ସହ ତାଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରିଛନ୍ତି।
ରସିଦ ଖାନ ସୋସିଆଲ ମିଡିଆରେ ଶେହନାଜଙ୍କୁ ଇନ୍ଷ୍ଟାଗ୍ରାମରେ ଫଲୋ କରନ୍ତି ଏବଂ ‘ତୁ ୟହିଂ ହୈ’…’ ଶୁଣିବା ପରେ ଶେହନାଜଙ୍କ ଖୁସି ସେ ପ୍ରାର୍ଥନା କରିଛନ୍ତି। ଶେହନାଜଙ୍କ ସେ ଲେଖିଛନ୍ତି – ‘ଆଲ୍ଲା ଆପଣଙ୍କୁ ଶକ୍ତି ଦିଅନ୍ତୁ।’ ଏହି ଗୀତରେ ଶେହନାଜ ଏବଂ ସିଦ୍ଧାର୍ଥ ଶୁକ୍ଲାର ‘ବିଗ ବସ ୧୩’ରେ ବିତାଇଥିବା ଦିନଗୁଡିକ ଦର୍ଶାଯାଇଛି। ଭିଡିଓରେ କେବଳ ବିଗ ବସ ରେ ନୁହେଁ ଅନେକ ଶୋ’ ଏବଂ ମିଡିଆ ସାମ୍ନାରେ ସିଦ୍ଧାର୍ଥ ଶୁକ୍ଲାଙ୍କ ପ୍ରତି ଥିବା ପ୍ରେମକୁ ପ୍ରକାଶ କରିବାକୁ ଶେହାନାଜ କେବେ ବି ପଛଘୁଞ୍ଚା ଦେଇ ନ ଥିଲେ, ଏବେ ଏହି ଭିଡିଓରେ ମଧ୍ୟ ତାଙ୍କର ସମାନ ପ୍ରେମ ଦେଖିବାକୁ ମିଳୁଛି। ଭିଡିଓରେ ଶେହନାଜଙ୍କ ମୁହଁର ନିରାଶା ତାଙ୍କ ପ୍ରଶଂସକଙ୍କୁ ଭାବପ୍ରବଣ କରୁଛି।
ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ
ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…
ଉଜ୍ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି
ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ବେକିସ୍ତାନ ଏବଂ କିର୍ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…
ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…
ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…
Archives

