Posted inଖେଳ

ଏସିଆ କପ ପୂର୍ବରୁ ଆଫଗାନିସ୍ତାନ ନେଲା ବଡ ନିଷ୍ପତ୍ତି, ଘରୋଇ କ୍ରିକେଟର ପୂର୍ବତନ ଖେଳାଳିଙ୍କୁ ଦେଲା ଏହି ଦାୟିତ୍ୱ

କାବୁଲ,୧୫।୮: ଆଗାମୀ ଏସିଆ କପ ଏବଂ ଦିନିକିଆ ବିଶ୍ୱକପକୁ ଦୃଷ୍ଟିରେ ରଖି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ତାଙ୍କ ଦଳର କୋଚିଂ ଷ୍ଟାଫରେ ଜଣେ ନୂତନ ସଦସ୍ୟଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଘରୋଇ କ୍ରିକେଟର ପୂର୍ବତନ ଖେଳାଳି ମିଳାପ ମେୱାଡାଙ୍କୁ ସେ ଏହି ଦାୟିତ୍ୱ ଦେଇଛି। ଯିଏକି ପୂର୍ବତନ ଭାରତୀୟ ଭେଟେରାନ ଖେଳାଳି ଇରଫାନ ପଠାନଙ୍କ ସହ ମଧ୍ୟ ଘନିଷ୍ଠ ଅଟନ୍ତି। ମିଳାପ ଆଫଗାନିସ୍ତାନ ଦଳରେ ଯୋଗ ଦେଇଛନ୍ତି ଏବଂ ପାକିସ୍ତାନ ବିପକ୍ଷ ଆଗାମୀ ସିରିଜ ସହିତ ଦାୟିତ୍ୱ ତୁଲାଉଥିବାର ଦେଖାଯିବ।

ଭାରତୀୟ ଘରୋଇ କ୍ରିକେଟରେ ବଡୋଦା ଦଳ ପାଇଁ ଖେଳିଥିବା ପୂର୍ବତନ ଉଇକେଟ୍‌ କିପର-ବ୍ୟାଟ୍ସମ୍ୟାନ ମିଳାପ ମେୱାଡା ପୂର୍ବରୁ ବାଂଲାଦେଶ ବିପକ୍ଷ ଟି-୨୦ ସିରିଜରେ ଆଫଗାନିସ୍ତାନ ଦଳର ବ୍ୟାଟିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ ହୋଇଥିଲେ। ଏହା ପରେ ସେମାନେ ମିଳାପଙ୍କ ଚୁକ୍ତିନାମାକୁ ଚଳିତ ବର୍ଷ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri