ବିଶ୍ୱକପ ୨୦୨୩: ଇତିହାସ ରଚିଲା ଆଫଗାନିସ୍ତାନ, ପାକିସ୍ତାନକୁ ୮ ୱିକେଟ ହରାଇଲା

ଚେନ୍ନାଇ: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ରେ ଆଫଗାନିସ୍ତାନ ଟୁର୍ଣ୍ଣାମେଣ୍ଟରେ ଦ୍ୱିତୀୟ ବିଜୟକୁ ହାସଲ କରିଛି। ଲଗାତାର ପରାଜୟ ପରେ ପାକିସ୍ତାନର ବିଶ୍ୱକପ ଅଭିଯାନ ବର୍ମାନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୮୩ ରନ୍‌ର ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ ରହମାନୁଲ୍ଲା ଗୁରୁବାଜ ଏବଂ ଇବ୍ରାହିମ ଜର୍ଦାନଙ୍କ ଓପନିଂ ଯୋଡି ଦ୍ୱାରା ଏକ ଭଲ ଆରମ୍ଭ ହୋଇଥିଲା।

ଉଭୟ ବ୍ୟାଟ୍ସମ୍ୟାନ୍ ପ୍ରଥମ ୱିକେଟ୍ ପାଇଁ ୧୩୦ ରନ୍ ଭାଗିଦାରୀ କରିଥିଲେ। ୬୫ ରନ୍ ସ୍କୋର କରିବା ପରେ ରହମନୁଲ୍ଲା ଗୁରୁବାଜ ଆଉଟ୍ ହୋଇଥିଲେ। ଇବ୍ରାହିମ ଜର୍ଦାନ୍ ୮୭ ରନ୍ ସ୍କୋର କରିବା ପରେ ହାସନ ଅଲିଙ୍କ ଶିକାର ହୋଇଥିଲେ। ଏହା ପରେ, କ୍ରିଜକୁ ଆସିଥିବା ରହମତ ଶାହା ଏବଂ ହାଶମତୁଲ୍ଲା ଶାହିଦି ଶେଷ ପର୍ଯ୍ୟନ୍ତ ଅପରାଜିତ ରହି ଦୁହେଁ ଶେଷ ବଲରେ ଦଳକୁ ବିଜୟ ମୁକୁଟ ପିନ୍ଧାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri