ଓଲଟିଲା ବସ୍‌: ଚାଲିଗଲା ୧୭ ଜୀବନ

କାବୁଲ,୧୬।୩: ଆଫଗାନିସ୍ତାନର ତାଖର ପ୍ରଦେଶରେ ଏକ ବସ ଓଲଟି ପଡ଼ି ପରେ ଅତିକମରେ ୧୭ ଜଣ ସୁନା ଖଣି କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ବସ ତାଖର ପ୍ରଦେଶର ଚାହ ଅବ ଜିଲାରୁ ଅଞ୍ଜିର ଅଞ୍ଚଳର ଏକ ସୁନା ଖଣି ଅଭିମୁଖେ ଯାଉଥିଲା।
ଏହି ଦୁର୍ଘଟଣା ଚାହ ଅବ କେନ୍ଦ୍ର ଏବଂ ଅଞ୍ଜିର ଅଞ୍ଚଳରେ ଥିବା ଖଣି ମଧ୍ୟରେ ଘଟିଛି। ତାଲିବାନର ଚାହ ଅବ ଜିଲା ଗଭର୍ନର ମଲ୍ଲିକ ଜମାନୁଦ୍ଦିନଙ୍କ ଅନୁଯାୟୀ ସମସ୍ତ ବସ୍‌ରେ ଥିବା ସମସ୍ତ ବ୍ୟକ୍ତି ସୁନା ଖଣି କର୍ମଚାରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରେ ଲୁହ-ମନରେ କୋହ, ଜୀବନ ଭୟରେ ଆତଙ୍କିତ ଲୋକେ…

କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। କ୍ୱିିଭ୍‌, ଡୋନବାସ ଖାର୍କି, ଓଡେସା ସମେତ ବହୁ ଅଞ୍ଚଳରେ ପ୍ରଚଣ୍ଡ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି।...

ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତୀୟ ଭିଜାନୀତି କୋହଳ ଲାଗି ଦାବି କଲେ ପାକିସ୍ତାନୀ ହିନ୍ଦୁ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୦।୧: ପାକିସ୍ତାନରେ ବାସ କରୁଥିବା ହିନ୍ଦୁମାନେ ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତ ସରକାରଙ୍କ ଭିଜା ନୀତିକୁ କୋହଳ କରିବାକୁ ଦାବି କରିଛନ୍ତି। ଭାରତ ସରକାର...

ଚାଇନାର ୩୧ ରାଜ୍ୟରେ କରୋନା ସଂକ୍ରମଣ, ୫ ସହରରେ ଲକ୍‌ଡାଉନ୍‌…

ବେଜିଂ, ୩୧।୩ : ପୁଣି ୨ ବର୍ଷ ପରେ ଚାଇନାକୁ କରୋନା ଫେରିଛି। ପ୍ରଥମ ଥର ପାଇଁ ଚାଇନାର ସମସ୍ତ ୩୧ ରାଜ୍ୟରେ କରୋନା ସଂକ୍ରମଣ...

ଦୁର୍ଘଟଣା ସ୍ଥଳର ସନ୍ଧାନ ମିଳିଲା, ଚିହ୍ନି ହେଉନି ମୃତଦେହ…

କାଠମାଣ୍ଡୁ, ୩୦।୫ : ନେପାଳର ସେନା ମୁସ୍ତାଙ୍ଗ ଜିଲାରେ ତାରା ଏୟାରଲାଇନ୍ସର ଦୁର୍ଘଟଣାଗ୍ରସ୍ତ ବିମାନର ଧ୍ୱଂସାବଶେଷ ସମ୍ପର୍କରେ ସୂଚନା ପାଇଛି। ସେନାର ମୁଖପାତ୍ର ଏହି ସୂଚନା...

ପ୍ରତ୍ୟର୍ପଣ ବିଳମ୍ବ ଲାଗି ଆଣ୍ଟିଗୁଆ ବିଚାରପତିଙ୍କୁ ଲାଞ୍ଚ ଦେଇଛନ୍ତି ଚୋକ୍‌ସି

ସେଣ୍ଟ ଜନ୍ସ,୧୪।୧: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଆଣ୍ଟିଗୁଆରେ ନିଜର ସୁରକ୍ଷା ପାଇଁ ପୋଲିସ ଓ ବିଚାରପତିଙ୍କୁ ଲାଞ୍ଚ ଦେଇଥିବା ତଦନ୍ତରୁ ଜଣାପଡ଼ିଛି। ଜଣାଶୁଣା...

୨୦୨୨ରେ ଶେଷ ହେବ ମହାମାରୀ

ଜେନେଭା,୨।୧: କୋଭିଡ୍‌-୧୯ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବା ବେଳେ ୨୦୨୨ରେ ଏହା ଶେଷ ହେବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଆଧାନମ...

ସମର୍ଥନ ଜୁଟାଇବାରେ ପାକ୍‌ ବିଫଳ

ଜାତିସଂଘ,୧୫।୯: କଶ୍ମୀର ପ୍ରସଙ୍ଗରେ ଅନ୍ତର୍ଜାତୀୟ ହସ୍ତକ୍ଷେପ ପାଇଁ ଜୋରଦାର ଉଦ୍ୟମ ଚଳାଇଥିବା ପାକିସ୍ତାନ ଗୋଟିଏ ପରେ ଗୋଟିଏ ଫୋରମରେ ବିଫଳ ହେବାରେ ଲାଗିଛି। ଏହାକୁ ନେଇ...

ବାଦଲଫଟା ବର୍ଷା, ଭୂସ୍ଖଳନ ନେଲା ୧୬ ଜୀବନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅଧୀନ ମାନସେହ୍‌ରା ଜିଲାରେ ପ୍ରବଳ ବର୍ଷା ଯୋଗୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷାରେ ଭୂସ୍ଖଳନ ଘଟି ୪ଟି...

Advertisement
Archives

Model This Week