ଆଫଗାନିସ୍ତାନର ସଙ୍କଟ ବୃଦ୍ଧି ପାଇଲା,ବ୍ରିଟେନ ୫୯ ପ୍ରତିଶତ ସହାୟତା ହ୍ରାସ କଲା…

କାବୁଲ,୫।୮ : ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଆସିବା ଦିନଠାରୁ ସେଠାରେ ଦିନକୁ ଦିନ ସ୍ଥିତି ଖରାପ ହେବାରେ ଲାଗିଛି। ଏହି ସମୟରେ ଆଫଗାନିସ୍ତାନ ଏକ ବଡ଼ ଧରଣର ସଙ୍କଟର ସମ୍ମୁଖୀନ ହୋଇଛି।

ରିପୋର୍ଟ ଅନୁଯାୟୀ, ଆଫଗାନିସ୍ତାନକୁ ସରକାରୀ ବିକାଶ ସହାୟତା (ଓଡିଏ) ଦ୍ୱାରା ପ୍ରଦାନ କରାଯାଇଥିବା ମାନବିକ ସହାୟତା ୫୯ ପ୍ରତିଶତ ହ୍ରାସ ପାଇଛି। ଶନିବାର ବ୍ରିଟେନ ସଂସଦକୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି।

ଏହି ବିବୃତ୍ତିରେ କୁହାଯାଇଛି ସମାନତା ପ୍ରଭାବ ଆକଳନ ଅନୁସାରେ ବିଶ୍ୱର କେତେକ ଗରିବ ଦେଶ ପାଇଁ ମାନବିକ ସଙ୍କଟର ସମ୍ମୁଖୀନ ହେଉଛି। ବ୍ରିଟେନର ଓଡିଏ ଆବଣ୍ଟନରେ ୟେମେନରେ ୪୫ ପ୍ରତିଶତ ଏବଂ ଆଫଗାନିସ୍ତାନ ପାଇଁ ୫୯ ପ୍ରତିଶତ ହ୍ରାସ ହୋଇଛି।

ଏଫସିଡିଏ ଏହି ହ୍ରାସ କରିବାକୁ ଚାହୁଁଛି। ଆଫଗାନିସ୍ତାନ ପାଇଁ ଫଳାଫଳ ଏପର୍ଯ୍ୟନ୍ତ ୫୯ ପ୍ରତିଶତ ହ୍ରାସ ପାଇଛି ବୋଲି ସ୍ଥାନୀୟ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ।

ରିପୋର୍ଟରେ ଦର୍ଶାଯାଇଛି ଆଫଗାନିସ୍ତାନର ମହିଳା ଡାକ୍ତରମାନେ ମାତୃ ମୃତ୍ୟୁହାର ବୃଦ୍ଧି କରିବେ ବୋଲି ଚିନ୍ତା ପ୍ରକଟ କରିଛନ୍ତି। ଡାକ୍ତର ନଜମୁଲ ସାମା ଶାଫାଜୋ କହିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏ କ୍ଷେତ୍ରରେ ଅବହେଳା କରିବା ଉଚିତ ନୁହେଁ। ମହିଳା ଏବଂ ଶିଶୁମାନଙ୍କୁ ସାହାଯ୍ୟ କରିବାରେ ସକ୍ରିୟ ଥିବା ଅନ୍ୟ ସଂସ୍ଥା ମଧ୍ୟ ଏଥିରେ ଅବହେଳା କରିବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri