ଆଫଗାନିସ୍ତାନରେ ଭୂକମ୍ପ: ୨ହଜାରରୁ ଅଧିକ ମୃତ

କାବୁଲ,୮।୧୦: ଉତ୍ତର-ପଶ୍ଚିମ ଆଫଗାନିସ୍ତାନରେ ଶନିବାର ଗୋଟିଏ ପରେ ଗୋଟିଏ ହୋଇ ୭ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହି ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁସଂଖ୍ୟା ୨ହଜାରକୁ ବୃଦ୍ଧି ପାଇଛି। ତାଲିବାନ ମୁଖପାତ୍ର ଏପ୍ରସଙ୍ଗରେ କହିଛନ୍ତି, ଦୁଇ ଦଶନ୍ଧି ମଧ୍ୟରେ ଦେଶରେ ଏହା ସବୁଠାରୁ ଭୟଙ୍କର ଭୂକମ୍ପ ଅଟେ। ଦେଶର ଜାତୀୟ ବିପର୍ଯ୍ୟୟ ପ୍ରାଧିକରଣ କହିଛି, ଆଫଗାନିସ୍ତାନରେ ୬.୩ରେକ୍ଟର ସ୍କେଲରେ ଥରିଉଠି ଦେଶରେ ବହୁତ କ୍ଷୟକ୍ଷତି ହୋଇଛି।

ଅଧିକାରୀଙ୍କ କହିବାନୁସାରେ, ଜିନ୍ଦା ଜାନ ଏବଂ ଘୋରିୟାନ ଜିଲାର ବାରଟି ଗାଁ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଏହାପୂର୍ବରୁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରଣାଳୟର ମୁଖପାତ୍ର ଜନନ ସାକ କହିଛନ୍ତି, ଶନିବାର ହୋଇଥିବା ଭୂକମ୍ପରେ ହେରାଟର ଜିନ୍ଦା ଜନ ଜିଲାର ତିନୋଟି ଗ୍ରାମରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri