କାବୁଲ ଉପ ରାଜ୍ୟପାଳଙ୍କୁ ହତ୍ୟା କଲେ ଆତଙ୍କବାଦୀ

କାବୁଲ,୧୫।୧୨: ଆଫଗାନିସ୍ଥାନର ରାଜଧାନୀ କାବୁଲର ଉପ ରାଜ୍ୟପାଳ ଓ ତାଙ୍କ ସହାୟକ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ଏ ନେଇ ଦେଶର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଉପ ରାଜ୍ୟପାଳ ମେହବୁବୁଲା ମୋହେବି ମଙ୍ଗଳବାର ତାଙ୍କ ସୁରକ୍ଷାକର୍ମୀଙ୍କ ସହ ଅଫିସକୁ ଫେରୁଥିବାବେଳେ ତାଙ୍କ କାର ଉପରକୁ ଜଣେ ଅଜ୍ଞାତ ବ୍ୟକ୍ତି ଡୋଟୋନେଟର ଫିଙ୍ଗି ଥିଲେ।

ବିସ୍ଫୋରଣରେ ଉପ ରାଜ୍ୟପାଳ ମେହବୁବୁଲା ଓ ତାଙ୍କ ସେକ୍ରେଟାରୀଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ତେବେ ଏହି ବିସ୍ଫୋରଣ ଲାଗି କୌଣସି ସଙ୍ଘଠନ ନିଜକୁ ଦାୟୀ କରି ନାହାନ୍ତି।

ଦେଶରେ ଶାନ୍ତି ଫେରାଇ ଆଣିବା ପାଇଁ ତାଲିବାନ ଆତଙ୍କବାଦୀ ସଙ୍ଘଠନ ଓ ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। ହେଲେ ପୂରା ଦେଶରେ ଆକ୍ରମଣ ବନ୍ଦ ହୋଇନାହିଁ। ମୁଖ୍ୟତଃ ଦେଶର ରାଜଧାନୀରେ ସାମ୍ବାଦିକ, ରାଜନେତାଙ୍କ ଭଳି ଦେଶର ପ୍ରମୁଖ ବ୍ୟକ୍ତିଙ୍କୁ ଟାର୍ଗେଟ କରୁଛନ୍ତି ଆତଙ୍କବାଦୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri