Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ରନ୍‌ ବର୍ଷା: ୯ ଛକା, ୮ ଚଉକାର ବିସ୍ଫୋରକ ପାଳି ଖେଳି ଚର୍ଚ୍ଚାରେ ଏହି କ୍ରିକେଟର; କଲେ ଏକାଧିକ ରେକର୍ଡ

ଆବୁଧାବି,୨୨।୧: ଆଫଗାନିସ୍ତାନ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଆବୁଧାବୀରେ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି। ସିରିଜର ପ୍ରଥମ ମ୍ୟାଚ୍‌ରେ ଚମକିଛନ୍ତି ଆଫଗାନିସ୍ତାନର ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ ରହମାନୁଲ୍ଲାହ ଗୁରବାଜ। ସେ ନିଜର ଡେବ୍ୟୁ ମ୍ୟାଚ୍‌ରେ ଶତକ ମାରିଛନ୍ତି।

ପ୍ରଥମେ ଟସ୍‌ ଜିତି ଆଫଗାନିସ୍ତାନ ଟିମ୍‌ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଏହାପରେ ଓପନିଂ କରିବାକୁ ରହମାନୁଲ୍ଲାହ ଆସିଥିଲେ। ସେ ୧୨୭  ବଲ ଖେଳି ୧୨୭ ରନ୍‌ କରିଥିଲେ। ୧୫୪ ମିନିଟ ପର୍ଯ୍ୟନ୍ତ ସେ ପଡ଼ିଆରେ ରହି ବିସ୍ଫୋରକ ବ୍ୟାଟିଂ କରିଥିଲେ। ଏହି ସମୟରେ ସେ ୮ ଚଉକା ଏବଂ ୯ ଛକା ମାରିଥିଲେ। ରହମାନୁଲ୍ଲାହ ଏବଂ ଟିମ୍‌ର ଅନ୍ୟଜଣେ ବ୍ୟାଟ୍ସମ୍ୟାନ୍‌ ରଶିଦ ଖାନ୍‌ଙ୍କ ପାଇଁ ଦଳ ୫୦ ଓଭରରେ ୭ ଉଇକେଟ ହରାଇ ୨୮୭ରନ୍‌ କରିଥିଲା।

ତେବେ ନିଜର ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ଅନେକ ରେକର୍ଡ କରିଛନ୍ତି ଏହି ଯୁବ କ୍ରିକେଟର। କ୍ରିକେଟ ଇତିହାସରେ ଉଭୟ ପୁରୁଷ/ମହିଳା ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ପ୍ରଥମ ମ୍ୟାଚ୍‌ରେ ଶତକ ମାରିଥିବା ତୃତୀୟ ଯୁବ ଖେଳାଳି ପାଲଟିଛନ୍ତି ସେ। ତାଙ୍କ ପୂର୍ବରୁ ଭାରତର ମିତାଲି ରାଜ ଏବଂ ପାକିସ୍ତାନର ସଲିମ ଇଲାହି ଏଭଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri