ଆଫଗାନିସ୍ତାନ ଭୂକମ୍ପରେ ପରିବାରର ସମସ୍ତ ସଦସ୍ୟଙ୍କ ମୃତ୍ୟୁ. ହେଲେ ଏବେବି ଦୁଆର ମୁହଁରେ ଅପେକ୍ଷା କରିଛି ପୋଷା କୁକୁର

କାବୁଲ,୩୦ ।୬: ଆଫଗାନିସ୍ତାନରେ ଗତ ସପ୍ତାହରେ ଆସିଥିବା ଭୂକମ୍ପରେ ବହୁ କ୍ଷୟକ୍ଷତି ହେବା ସହ ୧୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏହି ଭୂକମ୍ପରେ ଭାଙ୍ଗି ଯାଇଥିବା ଏକ ଘର ସାମ୍ନାରେ ଚାତକ ପରି ଚାହିଁ ରହିଥିବା ଏକଧଳା ରଙ୍ଗର ପୋମେରିୟାନ ପୋଷା କୁକୁରର ହୃଦୟ ସ୍ପର୍ଶି କାହାଣୀ ଏବେ କେବଳ ଆଫଗାନିସ୍ତାନ ନୁହେଁ ବରଂ ସାରା ବିଶ୍ୱରେ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିଛି । ଏହି କୁକରଟି ଏକ ଭଙ୍ଗା ଘର ସାମ୍ନାରେ କବାଟ ଠକଠକ କରୁଥିବା ଦେଖାଯାଇଛି । ଭୂକମ୍ପ ପରେ କୁକୁରଟି ପ୍ରତିଦିନ ଏଠାକୁ ଆସୁଛି ଓ କାନ୍ଦୁଛି । ଘଟଣା ହେଲା ଭୂକମ୍ପରେ ଉକ୍ତ ଘରର ମାଲିକଙ୍କ ସହ ସମସ୍ତ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ହେଲେ ପୋଷା କୁକୁରଟି ଏବେବି ତା’ର ମାଲିକ ଓ ପରିଜନଙ୍କ ଅପେକ୍ଷାରେ ରହିଛି ଆଉ ସେମାନଙ୍କ ନ ପାଇ ଲୁହ ଗଡାଇ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?