ସକାଳୁ ଥରିଲା ଆଫଗାନିସ୍ତାନ, ନୂଆ ଆତଙ୍କ ନେଇ ଆତଙ୍କିତ ଲୋକେ…

କାବୁଲ,୧୩।୨ : ସୋମବାର ସକାଳେ ଆଫଗାନିସ୍ତାନର କେତେକ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ସକାଳ ୬ଟା ୪୭ରେ ଭୂକମ୍ପନ ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ଥିଲା। ଆଫଗାନିସ୍ତାନର ଫୈଜାବାଦର ଦକ୍ଷିଣ-ପୂର୍ବର ୧୦୦ କିଲୋମିଟର ଦୂରରେ ଏହି ଭୂକମ୍ପ ଘଟିଛି। ଏକ ମାସ ମଧ୍ୟରେ ଦେଶରେ ଏହା ହେଉଛି ଦ୍ୱିତୀୟ ଭୂକମ୍ପ। ତୁର୍କୀ ଭଳି ସକାଳୁ ଭୂକମ୍ପ ଘଟିଥିବାରୁ ଏନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।

ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ, ଜାନୁଆରୀ ୨୨ ରେ, ଆଫଗାନିସ୍ତାନର ଫୈଜାବାଦର ଦକ୍ଷିଣ-ପୂର୍ବରେ ୭୯ କିଲୋମିଟର ଦୂରରେ ୪.୨ ତୀବ୍ରତାଯୁକ୍ତ ଏକ ଭୂକମ୍ପ ରବିବାର ପୂର୍ବାହ୍ନ ୯ଟା ୪ରେ ସମୟରେ ଘଟିଥିଲା। ଗତ ବର୍ଷ ସମାନ ସମୟରେ ପୂର୍ବ ଆଫଗାନିସ୍ତାନରେ ୬.୨ ତୀବ୍ରତାଯୁକ୍ତ ଭୂକମ୍ପରେ ୧୧୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri