Posted inଖେଳ

ଆଫଗାନିସ୍ତାନ ସହ ଦିନିକିଆ ସିରିଜ୍‌ ଖେଳିବ ଭାରତ

ମୁମ୍ବାଇ,୧୪।୧୨: ଆଗାମୀ ବର୍ଷ ଆଫଗାନିସ୍ତାନ ସହ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବ ଭାରତୀୟ ଦଳ। ଏହି ସିରିଜ୍‌ ଆଗାମୀ ବର୍ଷ ମାର୍ଚ୍ଚରେ ଖେଳାଯିବ ବୋଲି ଦର୍ଶାଯାଇଛି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପକ୍ଷରୁ ପ୍ରକାଶ ପାଇଥିବା ପରବର୍ତ୍ତୀ ଦୁଇ ବର୍ଷ ଲାଗି ପ୍ରସ୍ତୁତ ପ୍ରୋଗ୍ରାମ କାର୍ଯ୍ୟସୂଚୀରେ।

ଆଫଗାନିସ୍ତାନର ଜାତୀୟ ଦଳ ୨ ବର୍ଷ ମଧ୍ୟରେ ମୋଟ ୫୨ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବ। ଏଥିରେ ୩୭ ଦିନିକିଆ, ୧୨ ଟି୨୦ ସହ ୩ ଟେଷ୍ଟ ମ୍ୟାଚ୍‌ ରହିଛି। ଏହି ଦୁଇ ବର୍ଷ ମଧ୍ୟରେ ଦ୍ୱିପାକ୍ଷିକ ଅନ୍ତର୍ଜାତୀୟ ସିରିଜ୍‌ ସହ ଦୁଇ ଥର ଏସିଆ କପ୍‌ ଓ ଆଇସିସି ଦିନିକିଆ ବିଶ୍ୱକପ୍‌ ଖେଳିବ।

“ଯଦି ଆମେ ସୀମିତ ଓଭର କ୍ରିକେଟ ସହ ଟେଷ୍ଟ ଫର୍ମାଟକୁ ତୁଳନା କଲେ ସ୍ପଷ୍ଟ ଜଣାପଡ଼ୁଛି ଯେ, ଆଫଗାନିସ୍ତାନ ସମ୍ପୂର୍ଣ୍ଣ ଭାବେ ଛୋଟ ଫର୍ମାଟକୁ ଗୁରୁତ୍ୱ ଦେଉଛି। ଏହାକୁ ଧ୍ୟାନରେ ରଖି ଆଇସିସି କ୍ରିକେଟ ଲିଗ୍‌ ସୁପର ଲିଗ୍‌ର ଅଂଶ ଭାବେ ୭ ଦିନିକିଆ ସିରିଜ୍‌ ଖେଳିବ। ଏଥିସହିତ ଦଳ ଏସିଆ କପ୍‌ ୨୦୨୨ (ଟି୨୦ ଫର୍ମାଟ), ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୨, ଏସିଆ କପ୍‌ ୨୦୨୩ (ଦିନିକିଆ ଫର୍ମାଟ) ଏବଂ ଆଇସିସି କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଅଂଶଗ୍ରହଣ କରିବ” ବୋଲି ଏସିବି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri