Posted inଖେଳ

ଟସ ଜିତିଲା ଆଫଗାନିସ୍ତାନ: ବୋଲିଂ ନିଷ୍ପତ୍ତି…

ଚେନ୍ନାଇ,୧୮।୧୦ : ବିଶ୍ୱ କପ ୨୦୨୩ର ୧୬ତମ ମ୍ୟାଚ ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଆଫଗାନିସ୍ତାନ ଅଧିନାୟକ ହସମାତୁଲା ଶାହିଦ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ନ୍ୟୁଜିଲାଣ୍ଡ ଅଧିନାୟକ ଟମ ଲାଥାମଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?