ଉବର କ୍ୟାବ ଚଲାଉଛନ୍ତି ପୂର୍ବତନ ଅର୍ଥ ମନ୍ତ୍ରୀ

ଓ୍ବାଶିଂଟନ,୨୧।୩: ଦିନେ କାବୁଲରେ ଅର୍ଥ ମନ୍ତ୍ରୀ ଭାବେ ଆଫଗାନିସ୍ତାନର ପାର୍ଲାମେଣ୍ଟରେ ୬ ବିଲିଅନ ଡଲାର ବଜେଟ ଆଗତ କରିଥିଲେ। ମାତ୍ର ବର୍ତ୍ତମାନ ପରିବାରକୁ ଆର୍ଥିକ ସହଯୋଗ କରିବା ପାଇଁ ଓ୍ବାଶିଂଟନ ଡିସିରେ ଉବର କ୍ୟାବ ଚଳାଉଛନ୍ତି ଖାଲିଦ ପାୟେନ୍ଦା। ଆମେରିକୀୟ ଖବରକାଗଜ ଦ ଓ୍ବାଶିଂଟନ ପୋଷ୍ଟ ସହ ଆଲୋଚନା ବେଳେ ୬ ଘଣ୍ଟା ଡ୍ରାଇଭିଂ କରିବା ପରେ ଦୈନିକ ୧୫୦ରୁ କିଛି ଅଧିକ ଡଲାର ରୋଜଗାର କରୁଥିବା ଖାଲିଦ କହିଛନ୍ତି।

ଆଫଗାନିସ୍ତାନ ଏବେ ଆର୍ଥିକ ଏବଂ ମାନବୀୟ ସଙ୍କଟ ଦେଇ ଗତି କରୁଥିବା ବେଳେ ଅନେକ ଦେଶ ତାଲିବାନ ସରକାରକୁ ମାନ୍ୟତା ଦେବାକୁ ଅନିଇଚ୍ଛା ପ୍ରକାଶ କରୁଛନ୍ତି। ତାଲିବାନ ରାଜଧାନୀ କାବୁଲକୁ ଅକ୍ତିଆର କରିବାର ସପ୍ତାହେ ପୂର୍ବରୁୁ ଅର୍ଥ ମନ୍ତ୍ରୀ ପଦରୁ ଖାଲିଦ ଇସ୍ତଫା ଦେଇଥିଲେ। ସେଠାରେ ତାଲିବାନ ସରକାର ଦ୍ୱାରା ଗିରଫ ହେବା ଭୟରେ ଆମେରିକାରେ ବାସ କରୁଥିବା ପରିବାର ପାଖକୁ ସେ ଫେରି ଆସିଥିଲେ। ତେବେ ଆଫଗାନିସ୍ତାନରେ ବର୍ତ୍ତମାନର ସ୍ଥିତି ପାଇଁ ସେ ଆମେରିକାକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri