Posted inଫୁରସତ

ମଇଁଷିପଲଙ୍କୁ ଦେଖି ଗଛରେ ଚଢ଼ିଗଲା ସିଂହ, ଭିଡିଓ ଦେଖିଲେ…

ଜଙ୍ଗଲର ରାଜା ଭାବରେ ସିଂହ ପରିଚିତ। ସିଂହକୁ ସମସ୍ତ ପଶୁପକ୍ଷୀ ଭୟ କରିଥାନ୍ତି। ମାତ୍ର ଜଙ୍ଗଲର ରାଜା ହୋଇ ମଧ୍ୟ ଅନ୍ୟ ପ୍ରାଣୀଙ୍କୁ ଦେଖି ଭୟଭୀତ ହେବା ଆଶ୍ଚର୍ଯ୍ୟର କଥା।

ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଯାହା ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବା ସହ ହସ ରୋକି ପାରିବେନି। ସିଂହର ସାହସିକତା ଏବଂ ଭୟଙ୍କର ପ୍ରକୃତି ଯୋଗୁ ଅନ୍ୟ ପଶୁପକ୍ଷୀ ଭୟ କରିଥାନ୍ତି। କିନ୍ତୁ ଏଥର ସିଂହ ସହିତ ଯାହା ଘଟିଛି, ତାହା ସମସ୍ତଙ୍କୁ ଚକିତ କରିଛି। ସିଂହ ମଇଁଷିପଲଙ୍କୁ ଦେଖି ଭୟରେ ଏକ ଗଛକୁ ଚଢ଼ିଯାଉଛି।

ଭାଇରାଲ ହେଉଥିବା ଭିଡିଓରେ  ମଇଁଷିପଲ ସିଂହ ନିକଟକୁ ଆସୁଥିବାର ନଜର ଆସିଛନ୍ତି। ଏତେ ସଂଖ୍ୟାରେ ମଇଁଷି ଦେଖି ଜଙ୍ଗଲ ରାଜା ଅବସ୍ଥା ବିଗିଡ଼ିଗଲା। ସେ ଭୟଭୀତ ହୋଇ ଗଛ ଉପରକୁ ଚଢ଼ିଗଲା। ଭିଡିଓଟି ଓ୍ବାଇଲର୍‌ଡ ଆନିମଲ ଶଟର୍‌ସ ନାମକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ଏଥିରେ କ୍ୟାପଶନ ଲେଖାଯାଇଛି, ମଇଁଷିଙ୍କୁ ଦେଖି ଜୀବନ ବଞ୍ଚାଇବାକୁ ଗଛରେ ଚଢ଼ିଗଲା ସିଂହ।

ଭିଡିଓଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଭିଡିଓଟିକୁ ୨୧୦୦୦ରୁ ଅଧିକ ଲୋକ ଦେଖିସାରିଲେଣି। ଅନେକ ୟୁଜର ବେଶ୍‌ ମଜାଳିଆ କମେଣ୍ଟ ମଧ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଅନ୍ୟମାନଙ୍କ ଜୀବନ ନେଉଥିବା ରାଜାଙ୍କ ଅବସ୍ଥା ଖରାପ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ଆଜି ସିଂହ ରାଜା ବୁଝିଲେ ଜୀବନର ମୂଲ୍ୟ କ’ଣ?


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri