Posted inଖେଳ

କୋଭିଡ୍‌- ୧୯ : ୨୦୨୨କୁ ଘୁଞ୍ଚିଲା ଆଫ୍ରିକାନ କପ୍‌ ଅଫ୍‌ ନେଶନ୍ସ

ନୂଆଦିଲ୍ଲୀ,୧।୭: କୋଭିଡ୍‌- ୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଆଫ୍ରିକାନ୍‌ କପ୍‌ ଅଫ୍‌ ନେଶନ୍ସକୁ ୨୦୨୨କୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର କନ୍‌ଫେଡେରେଶନ ଅଫ୍‌ ଆଫ୍ରିକାନ୍‌ ଫୁଟବଲ (ସିଏଏଫ୍‌) ଏ ନେଇ ସୂଚନା ଦେଇଛି। ୨୪ଟି ଦେଶକୁ କାମେରୁନ୍‌ରେ ଏହି ଟୁର୍ନାମେଣ୍ଟ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। କରୋନ ଭାଇରସ୍‌ କାରଣରୁ ଏହାକୁ ଗୋଟିଏ ବର୍ଷ ଘୁଞ୍ଚାଇଦିଆଯାଇଛି ବୋଲି କନ୍‌ଫେଡେରେଶନ ତରଫରୁ କୁହାଯାଇଛି। ୧୨ଟି କ୍ୱାଲିଫାଇଂ ଗ୍ରୁପ୍‌ର ବାକିଥିବା ମ୍ୟାଚ୍‌ଗୁଡିକ ଚଳିତ ବର୍ଷ ଆୟୋଜନ କରାଯିବ। କ୍ୱାଲିଫାୟର୍ସର ବାକି ଥିବା ମ୍ୟାଚ୍‌ଗୁଡିକ ଓ ଫାଇନାଲ ଟୁର୍ନାମେଣ୍ଟ ତାରଖ ନେଇ ପରେ ଘୋଷଣା କରାଯିବ ବୋଲି ସିଏଏଫ୍‌ ତରଫରୁ କୁହାଯାଇଛି। ପ୍ରଥମେ ଏହି ଟୁର୍ନାମେଣ୍ଟ ୨୦୨୧ ଜୁନ୍‌- ଜୁଲାଇରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି।...

ଡାରେସ ସାମିଙ୍କୁ ପାକିସ୍ତାନ ନାଗରିକତ୍ୱ

କରାଚୀ,୨୨ା୨ (ପି.ଟି.): ଡାରେନ ସାମିଙ୍କୁ ସମ୍ମାନ ସୂଚକ ନାଗରିକତ୍ୱ ପ୍ରଦାନ କରିବା ଲାଗି ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି। ସାମିଙ୍କ ଯୋଗୁ ପାକିସ୍ତାନକୁ ଅନ୍ତର୍ଜାତୀୟ କ୍ରିକେଟ...

ଜୁନିୟର ବାଳକ ଦଳଗତ ଇଭେଣ୍ଟ: ଫାଇନାଲରେ କଟକ-ଏ, ଖୋର୍ଦ୍ଧା

କଟକ ଅଫିସ,୮।୧୧- ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୨୫ତମ ଆନ୍ତଃ ଜିଲା ଓ ରାଜ୍ୟ ଟେବୁଲ ଟେନିସ (ଟିଟି)ଚାମ୍ପିୟନଶିପରେ ଗୁରୁବାର ବିଭିନ୍ନ ବୟସ...

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ଲୁକ୍କାୟିତ ପ୍ରତିଭା ନଜରକୁ ଆସିବେ

ନୂଆଦିଲ୍ଲୀ, ୧୪।୨-ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୮ଟି ଲେଖାଏ ମହିଳା ଓ ପୁରୁଷ ହକି ଦଳ ଅଂଶଗ୍ରହଣ କରିବେ। ଭୁବନେଶ୍ୱର ଓ...

ଜାତୀୟ ବକ୍ସିଂ ଚାମ୍ପିୟନଶିପ୍‌: ସେମି ପରାଜୟ ନେଇ ଦୁଆତିଙ୍କ ଚ୍ୟାଲେଞ୍ଜ୍‌

କାନପୁର,୮।୧୨(ପି.ଟି.)- ଇଣ୍ଡିଆ ଓପନ ରୌପ୍ୟ ପଦକ ବିଜୟିନୀ ତଥା ଡିଫେଣ୍ଡିଂ ଚାମ୍ପିୟନ ତଥା ମହିଳା ବକ୍ସର ବନଲାଲ ଦୁଆତି ନିଜର ପରାଜୟ ନେଇ ଅସନ୍ତୋଷ ଥିବା...

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ...

ଚାମ୍ପିୟନଙ୍କ ସ୍ବାଗତ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଉତ୍ସବ

ଢାକା,୧୦।୨(ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଭାରତକୁ ୩ ଉଇକେଟରେ ହରାଇ ବାଂଲାଦେଶ ଚାମ୍ପିୟନ ହୋଇଛି। ଯେକୌଣସି ସ୍ତରରେ ବାଂଲାଦେଶ ପାଇଁ ଏହା ପ୍ରଥମ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *