Advertisement
Posted inଜାତୀୟ

ଆଫ୍ରିକୀୟ ଚିତାର ଭାରତରେ ପ୍ରଥମ ଶିକାର

ନୂଆଦିଲ୍ଲୀ,୮।୧୧: ଆଫ୍ରିକୀୟ ଦେଶ ନାମିବ୍ୟାରୁ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ଅଣାଯାଇଥିବା ଚିତା ଭାରତ ମାଟିରେ ପ୍ରଥମ ଶିକାର କରିଛନ୍ତି। କ୍ୱାରାଣ୍ଟାଇନରେ ଥିବା ୮ଟି ଚିତାଙ୍କ ମଧ୍ୟରୁ ଦୁଇ ଅଣ୍ଡିରା ଚିତା ଫ୍ରେଡି ଏବଂ ଏଲ୍‌ଟନଙ୍କୁ ଗତ ୫ ତାରିଖରେ ଏକ ବୃହତ୍‌ ଏନ୍‌କ୍ଲୋଜର ମଧ୍ୟରେ ଛଡ଼ାଯାଇଥିଲା। ମୁକ୍ତ ହେବାର ୨୪ ଘଣ୍ଟା ମଧ୍ୟରେ ସେମାନେ ଏକ ହରିଣ ଶିକାର କରିଛନ୍ତି। ଚିତାଗୁଡ଼ିକ ସୁସ୍ଥ, ସକ୍ରିୟ ରହିବା ସହ ପରିବେଶ ସହ ଖାପଖୁଆଇ ଗଲେଣି ବୋଲି ଶନବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ଅନ୍ୟ ଚିତାଗୁଡ଼ିକୁ ଖୁବ୍‌ଶୀଘ୍ର ମୁକ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର...

ନୀତି ଆୟୋଗର ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୪: ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ରାଜୀବ କୁମାର ଏହି ପଦବୀରେ ବହୁ ବର୍ଷ ଧରି ରହିଥିଲେ।...

ଅମିତାଭ ବଚ୍ଚନଙ୍କ ଘରର ସୁରକ୍ଷା ବଢିଲା

ମୁମ୍ବାଇ,୨୦।୨: ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ନେଇ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ପାଟୋଲଙ୍କ ବିବୃତ୍ତି...

କୃଷକଙ୍କ କଷ୍ଟ ଦେଖି ତରଳିଲା ଧର୍ମେନ୍ଦ୍ରଙ୍କ ହୃଦୟ

ମୁମ୍ବାଇ,୧୧ ।୧୨: କେନ୍ଦ୍ରର ନୂଆ କୃଷି ନିୟମକୁ ନେଇ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି କୃଷକ । ସରକାରଙ୍କ ସହ କଥା...

ପିଏମ୍‌ କେୟାର୍ସ ଫଣ୍ଡ୍‌ ଏନ୍‌ଡିଆରଏଫ୍‌କୁ ହେବନି ସ୍ଥାନାନ୍ତର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୮।୮: ପିଏମ୍‌ କେୟାର୍ସ ଫଣ୍ଡ ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବନି ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ଏହା ସହିତ ଏନେଇ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ...

ଓମିକ୍ରନ୍‌ ଅଣାୟତ୍ତ, ଦିଲ୍ଲୀରେ ସର୍ବାଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ...

ଦୁଇ ସାଙ୍ଗ ମିଶି ହାରିଲେ ଜୀବନ, କାରଣ ଜାଣି ହେବେ ଚକିତ

ଲକ୍ଷ୍ନୌ,୨୧।୯: ଉତ୍ତର ପ୍ରଦେଶ ବହରାଇଚ୍‌ରେ ଏକ ଅଭାବନୀୟ ଘଟରା ଘଟିଛି। ଦୁଇ ନାବଳିକା ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ବନ୍ଧୁତାକୁ ପରିବାର ଲୋକେ...

ପୂର୍ବତନ ଏମ୍‌ପି ତଥା ଗବେଷିକା କ୍ରିଷ୍ଣା ବୋଷଙ୍କ ପରଲୋକ

କୋଲକାତା,୨୨।୨: ଗବେଷିକାରୁ ରାଜନୀତିରେ ପାଦ ରଖିଥିବା କ୍ରିଷ୍ଣା ବୋଷଙ୍କର ଶନିବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ଜାଦବପୁରରୁ ତ୍ରୁଣମୂଳ କଂଗ୍ରେସର ଏମ୍‌ପି ଥିବା ବୋଷ...

Advertisement
Archives

Model This Week