Posted inଜାତୀୟ

ଆସାମରୁ ଏଏଫ୍‌ଏସ୍‌ପିଏ ସମ୍ପୂର୍ଣ୍ଣ ଉଠିବ

ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି। ଏଏଫ୍‌ଏସ୍‌ପିଏରେ ସେନାକୁ ମିଳିଥିବା ସ୍ବତନ୍ତ୍ର କ୍ଷମତା ବଳରେ ଏହା ବିନା ଓ୍ବାରେଣ୍ଟରେ ଯେକୌଣସି ବ୍ୟକ୍ତିଙ୍କୁ ଗିରଫ କରିପାରିବ ଏବଂ ଯେକୌଣସି ସ୍ଥାନରେ ପ୍ରବେଶ କରି ତଲାସି ନେଇପାରିବ। ଡେର୍‌ଗାଁଓସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ କମାଣ୍ଟାଣ୍ଟମାନଙ୍କ ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ଶର୍ମା କହିଛନ୍ତି, ଏଏଫ୍‌ଏସ୍‌ପିଏ ପ୍ରତ୍ୟାହାର ହେବା ପରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ବଦଳରେ ଆସାମ ପୋଲିସ ବାଟାଲିୟନ ରାଜ୍ୟର ସୁରକ୍ଷା ଓ ଆଇନ ଶୃଙ୍ଖଳାର ପୂର୍ଣ୍ଣ ଦାୟିତ୍ୱ ନେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri