Posted inଖେଳ

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍‌ ଲୋକ ମ୍ୟାଚ୍‌ ଦେଖିବାର ସୁଯୋଗ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡ୍‌ ଅଭିନେତା ଆଫତାବ ଶିଭଦାସାନୀ।

ସୋସିଆଲ ମିଡିଆ ଆକାଉଣ୍ଟରେ ଆଫତାବ ଷ୍ଟାଡିୟମର ଫଟୋ ଶେୟାର କରି ଭାରତୀୟ ଟିମ୍‌ ପ୍ରତି ସମର୍ଥନ ଜାହିର କରିଛନ୍ତି। ଏଠାରେ ନିଜ ଦେଶକୁ ସମର୍ଥନ କରିବା ଖୁସି ଏବଂ ସମ୍ମାନର କଥା ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଫାଇନାଲ ମୁକାବିଲାକୁ ଦେଖିବା ଲାଗି ୪୦୦୦ ଦର୍ଶକଙ୍କୁ ସୁଯୋଗ ମିଳିଛି। ଏକ ରିପୋର୍ଟ ଅନୁଯାୟୀ ପ୍ରଶଂସକଙ୍କ କ୍ରେଜ ଯୋଗୁ ଗୋଟିଏ ଟିକେଟ ୨ ଲକ୍ଷ ଟଙ୍କାରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଟକ, ଖୋର୍ଦ୍ଧା, ଓଡ଼ିଶା ସେକ୍ରେଟାରିଏଟ ବିଜୟୀ

ଭୁବନେଶ୍ୱର, ୬।୯ (ତପନ ସ୍ବାଇଁ): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଚାଲିଥିବା ରାଜ୍ୟ ସିନିୟର ହକି...

ଟସ୍‌ ମୁଦ୍ରାକୁ ପକେଟ୍‌ରେ ରଖିଲେ ଏହି ଦଳର ଅଧିନାୟକ, ମାଗିଲେ ବି ଦେଲେ ନାହିଁ: ଜାଣନ୍ତୁ କାହିଁକି

ମୁମ୍ବାଇ,୧୬।୪: ଆଇପିଏଲର ଏହି ସିଜନରେ ରାଜସ୍ଥାନ ରୟାଲ୍ସର ନେତୃତ୍ୱ ନେଇଥିବା ସଞ୍ଜୁ ସାମସମ ତାଙ୍କ ଦଳକୁ ପ୍ରଥମ ବିଜୟ ପ୍ରଦାନ କରିଛି। ରାଜସ୍ଥାନ ନିଜ ଦ୍ୱିତୀୟ...

ପୁରୁଣା ଫର୍ମରେ ଧୋନୀ: ସିଏସ୍‌କେ ନେଟ୍ସରେ ଛକା ବର୍ଷା

ମୁମ୍ବାଇ, ୫ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପ୍ରଥମ ଥର ପାଇଁ ଗତବର୍ଷ ପ୍ଲେଅପ୍‌ରେ ପ୍ରବେଶ କରିପାରି ନ ଥିଲା। କିନ୍ତୁ ଚଳିତ ଥର ଦଳ...

ପଡିଆରେ ମ୍ୟାଚ୍‌ ଖେଳୁଥିବାବେଳେ ପ୍ରବଳ କାନ୍ଦିଲେ ଏହି ଖେଳାଳି

ହାମିଲଟନ,୪।୧୨: ନ୍ୟୁଜିଲ୍ୟାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ହାମିଲଟନରେ ଆରମ୍ଭ ହୋଇଛି। ମ୍ୟାଚ ପୂର୍ବରୁ ପଡ଼ିଆରେ ଭାବପ୍ରବଣ ମୁହୂର୍ତ୍ତ ରହିଥିଲା।...

କୋଚ୍‌ କହିଥିଲେ, କାମରେ ଦେଖାଇଲେ

ଭୁବନେଶ୍ୱର, ୫।୯ (ତପନ ସ୍ବାଇଁ): ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ସର୍ବପ୍ରଥମ ସଂସ୍କରଣରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଜଗରନଟ୍ସ ଚାମ୍ପିୟନ ହୋଇଛି। ସୂରଜ ଲାଣ୍ଡେଙ୍କ...

‘ରନ୍‌ ମେଶିନ’ ପାଲଟିଲେ ଋତୁରାଜ…

ଅହମ୍ମଦାବାଦ,୩।୧୨: ବିଜୟ ହଜାରେ ଟ୍ରଫିରେ ଚମକିଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଦଳ ପକ୍ଷରୁ ଖେଳି ସେ ୧୩୧ ବଲ୍‌ରେ...

ନୂଆ ଜର୍ସି ପିନ୍ଧି ବିଶ୍ୱକପ୍‌ ଖେଳିବ ଭାରତ

ମୁମ୍ବାଇ,୮।୧୦: ଆସନ୍ତା ୧୭ ତାରିଖରୁ ୟୁଏଇ ଏବଂ ଓମାନଠାରେ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ...

ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍‌: ହର୍ଷିତ ଚାମ୍ପିୟନ, ସ୍ବପ୍ନିଳ ରନର୍ସଅପ୍‌

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୧୩ତମ ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ...

Advertisement
Archives

Model This Week