ବଲିଉଡ ଅଭିନେତା ଅଫତାବ ଶିବଦାସାନୀ କରୋନା ପଜିଟିଭ

ମୁମ୍ବାଇ,୧୧।୯-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତା ଅଫତାବ ଶିବଦାସାନୀ। ଏ ନେଇ ଅଫତାବ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି। ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ କରୋନା ଟେଷ୍ଟ କରାଇନେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ମୁଁ ସୁସ୍ଥ ଅଛି ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ କ୍ୱାରାଣ୍ଟାଇନରେ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାସ ଯାଏ ମାରାତ୍ମକ ରୋଗରେ ପୀଡ଼ିତ ଥିଲେ ଏହି ଗାୟକ, ବଦଳାଇଥିଲେ ୪ ଡାକ୍ତର

ବମ୍ବେ: ଲୋକପ୍ରିୟ ରାପର ତଥା ଗାୟକ ହନି ସିଂଙ୍କ ଆଜି ଜନ୍ମଦିନ। ୧୯୮୩ ମାର୍ଚ୍ଚ ୧୫ରେ ପଞ୍ଜାବର ହୋଶିୟାରପୁରରେ ସେ ଜନ୍ମଗ୍ରହଣ କରିଥିଲେ। ସ୍କୁଲ ଶିକ୍ଷା...

ପତ୍ନୀ ହେବ ଏମିତି

ସତରେ ପତ୍ନୀ ହେବ ଏମିତି। ନିକଟରେ ଦୀପିକାଙ୍କ ମୁହଁରୁ ପତିଦେବ ରଣବୀର ସିଂଙ୍କ ପ୍ରଶଂସା ଶୁଣି ଶୁଟିଂ ଚାଲିଥିବା ହିନ୍ଦୀ ସିନେମା ‘୮୩’ର ୟୁନିଟ୍‌ ସଦସ୍ୟମାନେ...

ଜନ୍ମଦିନରେ ରିଲିଜ୍‌ ହେଲା ‘ପଠାନ୍‌’ର ଦମଦାର୍‌ ଟିଜର

ମୁମାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ ୫୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ଫିଲ୍ମ ‘ପଠାନ୍‌’ର ଟିଜର ରିଲିଜ୍‌ କରିଛନ୍ତି...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

‘ଚିୟର୍ସ’ ଏବଂ ‘ଡ୍ରପ ଡେଡ ଗର୍ଜିୟସ’ର ତାରକା ର୍କିଷ୍ଟି ଏଲିଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେବ କର୍କଟ...

ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଏଭଳି ଏକ ଷ୍ଟାର, ଯିଏ ଆବଶ୍ୟକତା ପଡ଼ିଲେ ସବୁବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଥାନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ...

କରୀନାଙ୍କ ପାଇଁ ବିରିୟାନି ପଠାଇଲେ ବାହୁବଳୀ

ମୁମ୍ବାଇ: ଅଭିନେତ୍ରୀ କରୀନା କପୁରଙ୍କ ଖାଇବାରେ ଭାରି ସଉକ। ସେ ସବୁବେଳେ ଖାଇବା ଫଟୋ ଶେୟାର କରନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି...

‘କଲ୍‌ ହୋ ନା ହୋ’କୁ ପୂରଣ ହେଲା ୧୬ ବର୍ଷ

ମୁମ୍ବାଇ: ନିଖିଲ ଆଡଭାନୀଙ୍କ ନିର୍ଦ୍ଦେଶିତ ରୋମାଣ୍ଟିକ୍‌ ଡ୍ରାମା ଫିଲ୍ମ ‘କଲ୍‌ ହୋ ନା ହୋ’କୁ ପୂରଣ ହୋଇଛି ୧୬ ବର୍ଷ। ଏହି ଉପଲକ୍ଷେ ବଲିଉଡ୍‌ ନିର୍ଦ୍ଦେଶକ...

ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର

ସୁନ୍ଦରଗଡ,୧୩।୮(ଡି.ଏନ୍‌.ଏ.): ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍‌ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ...

Advertisement
Archives

Model This Week