ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି। କଣ୍ଟାବାଞ୍ଜି ଧୋବପଡ଼ାର ଯୁବତୀ ମୁରିବାହାଲ କର୍ଲା ଗାଁରେ ବାହା ହୋଇଥିଲେ। ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ୨୦ ହଜାର ଟଙ୍କା ସହ ଫେରାର ହୋଇଥିବା ସୂଚନା ମିଳିଛି। ଝିଅର ବାପା ଓ ସ୍ବାମୀଙ୍କ ପକ୍ଷରୁ ଏନେଇ ଅଭିଯୋଗ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?