Advertisement

୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ହ୍ରାସ ପାଇ ୩୭ ହଜାର ୫୬୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୯୦୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୫୬ ହଜାର ୯୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬. ୮୭ ପ୍ରତିଶତ ରହିଛି। ଅପରପକ୍ଷରେ ୫ ଲକ୍ଷ ୫୨ ହଜାର ୬୫୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୩୨ କୋଟି ୯୦ ଲକ୍ଷ ୨୯ ହଜାର ୫୧୦ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୦ କୋଟି ୮୧ ଲକ୍ଷ ୩୯ ହଜାର ୨୮୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ...

ଆଜି ଶପଥ ନେବେ ୩ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେଡିର ୩ ଜଣ ନବନିର୍ବାଚିତ ରାଜ୍ୟ ସଭା ଏମ୍‌ପି ଗୃହର ସଦସ୍ୟ ଭାବେ ଶୁକ୍ରବାର ଶପଥ ଗ୍ରହଣ କରିବେ। ସସ୍ମିତ ପାତ୍ର, ମାନସ ରଞ୍ଜନ...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧.୩୧ ଲକ୍ଷରୁ ଅଧିକ ସଂକ୍ରମିତ,୮୦୨ ମୃତ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ...

କରୋନାକୁ ନେଇ ଡିଡିଏମଏ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨ ।୯: ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଗୁରୁବାର କରୋନା ସମୀକ୍ଷାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲା । ଉପରାଜ୍ୟପାଳ ବିନୟ କୁମାର ସାକ୍ସେନାଙ୍କ...

ସର୍‌ନେମ୍‌ ଯୋଗୁ ଏହି ମହିଳାଙ୍କୁ ମିଳୁନି ଚାକିରି, ଲୋକେ କରୁଛନ୍ତି ଉପହାସ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୩।୭: ଅନେକ ଲୋକ ସେମାନଙ୍କର ସରନେମ୍‌ ଦ୍ୱାରା ମଧ୍ୟ ଜଣାଶୁଣା ଥାନ୍ତି। ସରନେମ୍‌ ସେମାନଙ୍କୁ ଏକ ଲୋକଙ୍କୁ ଏକ ଭିନ୍ନ ପରିଚୟ ଦେଇଥାଏ। କିନ୍ତୁ ଏସବୁ...

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌...

ମୋଦିଙ୍କ ବୟାନକୁ ନେଇ କ’ଣ କହିଲା ଚାଇନା

ନୂଆଦିଲ୍ଲୀ,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଚାନକ ଲେହକୁ ଗସ୍ତ କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେଠାରେ ସେନାଙ୍କୁ ମୋଦି ସମ୍ବୋଧିତ କରି ଚାଇନା ଉପରେ ବର୍ଷିଛନ୍ତି।...

ପୋଲିସ ହେପାଜତରେ ପ୍ରିୟଙ୍କା: ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲଙ୍କ ସମେତ ୩ ନେତା

ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କୁ ସମର୍ଥନ କରି କଂଗ୍ରେସ...

Advertisement
Archives

Model This Week