Posted inଖେଳ

୧୮ ବର୍ଷ ପରେ ପୁଣି ଭାଇରାଲ ହେଉଛି ହରଭଜନ-ଶ୍ରୀସନ୍ତଙ୍କ ଚାପୁଡ଼ା କାଣ୍ଡର ଭିଡିଓ, ଲଳିତ ମୋଦି… 

ନୂଆଦିଲ୍ଲୀ,୨୯।୮: ଭାରତୀୟ ଭେଟେରାନ ବୋଲର ହରଭଜନ ସିଂହଙ୍କୁ ଆଜି ମଧ୍ୟ ୨୦୦୮ ଆଇପିଏଲ୍‌ ମ୍ୟାଚ୍‌ରେ ସାଥୀ ଖେଳାଳି ଏସ୍‌. ଶ୍ରୀସନ୍ତଙ୍କୁ ଚାପୁଡ଼ା ମାରିବାର ଘଟଣା ପାଇଁ ଅନୁତାପ ପ୍ରକାଶ କରନ୍ତି। ଅନେକ ସାକ୍ଷାତକାରରେ ସେ କହିଛନ୍ତି ଯେ ଯଦି ତାଙ୍କୁ ଅତୀତକୁ ଫେରି କିଛି ବଦଳାଇବାର ସୁଯୋଗ ମିଳେ, ତେବେ ସେ ଏହି ଘଟଣାକୁ ବଦଳାଇବାକୁ ଚାହିଁବେ। କିନ୍ତୁ ୧୮ ବର୍ଷ ପରେ ମଧ୍ୟ ଏହି ଘଟଣା ତାଙ୍କ ପିଛା ଛାଡୁନାହିଁ। ନିକଟରେ ଏହି ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ହରଭଜନ ସାଙ୍ଗ ଖେଳାଳି ଏସ୍‌. ଶ୍ରୀସନ୍ତଙ୍କୁ ଚାପୁଡ଼ା ମାରୁଥିବା ଦେଖାଯାଉଛି।
୨୦୦୮ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗସ ମଧ୍ୟରେ ହୋଇଥିବା ଏକ ମ୍ୟାଚ୍‌ରେ ହରଭଜନ କ୍ରୋଧରେ ଶ୍ରୀସାନ୍ତଙ୍କୁ ଚାପୁଡ଼ା ମାରିଥିଲେ। ଏହାର ପରିଣାମ ସ୍ବରୂପ ତାଙ୍କୁ ୧୧ ମ୍ୟାଚ୍‌ରେ ନିଷେଧାଦେଶର ସମ୍ମୁଖୀନ ହେବାକୁ ପଡ଼ିଥିଲା। ନିକଟରେ ଅଶ୍ୱିନଙ୍କ ସହ ଆଲୋଚନା ସମୟରେ ହରଭଜନ ନିଜର ଭୁଲ ସ୍ବୀକାର କରି କହିଥିଲେ ଯେ ଯଦି ତାଙ୍କୁ ସୁଯୋଗ ମିଳେ, ତେବେ ସେ ନିଜ କ୍ୟାରିଅରରୁ ଏହି ଦାଗକୁ ହଟାଇବାକୁ ଚାହିଁବେ।
୧୮ ବର୍ଷ ପରେ ପୂର୍ବତନ ଆଇପିଏଲ୍‌ ଚେୟାରମ୍ୟାନ ଲଲିତ ମୋଦି ଏହି ଭିଡିଓକୁ ରିଲିଜ କରିଛନ୍ତି। ସେ ଏହାକୁ Beyond୨୩ Cricket Podcastରେ ମାଇକେଲ କ୍ଲାର୍କଙ୍କ ସହ ପ୍ରକାଶ କରିଛନ୍ତି। ଏହାପରେ ଭିଡିଓଟି ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଚାପୁଡ଼ା ଖାଇବା ପରେ ଶ୍ରୀସନ୍ତ କାନ୍ଦୁଥିବା ଦେଖାଯାଉଛନ୍ତି। ଏହି ଘଟଣା ହରଭଜନଙ୍କ କ୍ୟାରିଅରରେ ଏକ ବିବାଦୀୟ ମୁହୂର୍ତ୍ତ ଭାବେ ରହିଛି ଏବଂ ଏହାର ଭିଡିଓ ଏବେ ପୁଣି ଥରେ ଚର୍ଚ୍ଚାରେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri